ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧ ତାରିଖରେ ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସକୁ ଆଖି ଆଗରେ ରଖି ଏହି କର୍ମଶାଳାର ଆୟୋଜନ କରାଯାଇଥିଲା। ସେଣ୍ଟର ଫର୍‌ ଇଣ୍ଟିଗ୍ରେଟିଭ୍‌ ମେଡିସିନ୍‌ ଆଣ୍ଡ ରିସର୍ଚ୍ଚ (ସିଆଇଏମ୍‌ଆର୍‌)ପକ୍ଷରୁ ଏହା ଆୟୋଜନ କରାଯାଇଥିଲା। ଆସନ୍ତା ସପ୍ତାହରେ ସବୁ ବିଭାଗରେ ଏହା ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଆସନ୍ତା ୨୧ରେ ଏମ୍ସର ସମସ୍ତ ସଦସ୍ୟ ଯୋଗ ଅଭ୍ୟାସ କରିବେ ବୋଲି ଏହାର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ନାହିଁ ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୧ା୪: ବିଭିନ୍ନ ଦେଶରେ କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କିତ ‘ସ୍ଥିତି ରିପୋର୍ଟ’ରେ ତ୍ରୁଟି ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକାର କରିଛି। ପୂର୍ବରୁ ପ୍ରକାଶିତ...

କରୋନା ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଇଲେ ଦେଶବାସୀ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପ୍ରକୋପରୁ ଦେଶକୁ ରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଇଥିଲା ‘ଜନତା କର୍ଫ୍ୟୁ’।...

ଜିତିବା ପରେ ମଧ୍ୟ ସଂସଦରେ ଏକାଠି ବସିବେନି ହେମାମାଳିନୀ-ସନ୍ନି ଦେଓଲ

ନୂଆଦିଲ୍ଲୀ,୨୮।୫: ଭାଜପା ଟିକେଟରୁ ଏଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଓ ଅଭିନେତା ସନ୍ନି ଦେଓଲ। ଏମାନେ ସମ୍ପର୍କରେ ମା’ପୁଅ। ହେଲେ...

ଦିଲ୍ଲୀରୁ ଆସିଲା ଭଲ ଖବର: ୨୪ ଘଣ୍ଟାରେ ମିଳି ନାହାନ୍ତି ଗୋଟିଏ ବି କରୋନା ପଜିଟିଭ

ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ସଂକ୍ରମଣକୁ ନେଇ ସବୁଆଡେ କୋକୁଆ ଭୟ ସୃଷ୍ଟି ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ବି ସୋମବାର ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା...

ବିହାରରେ ଜଳପ୍ରଳୟ, ଉପମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପାଣି

ପାଟନା, ୩୦।୯: ବିହାରରେ ଜଳପ୍ରଳୟ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ...

‘୩୭୦, ସିଏଏ ନିଷ୍ପତ୍ତି ଠିକ୍‌’

ବାରାଣସୀ,୧୭ା୨ (ପି.ଟି.): ସମ୍ବିଧାନର ଧାରା ୩୭୦ ଓ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସରକାର ଗ୍ରହଣ କରିଥିବା ନିଷ୍ପତ୍ତି ସମ୍ପର୍କରେ ପୁନର୍ବିଚାର କରାଯିବାର କୌଣସି ଆବଶ୍ୟକତା...

ଜୁଲାଇ ୧ରୁ ୧୫ ମଧ୍ୟରେ ହେବାକୁ ଥିବା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର କେତେକ ବିଷୟକୁ ବନ୍ଦ କରିଦିଆଯାଇଥିଲା। ପରେ ଏହି ପରୀକ୍ଷା ଜୁଲାଇ...

କାଶ-ନିଶ୍ୱାସପ୍ରଶ୍ୱାସରୁ ବି ଚିହ୍ନଟ ହେବେ କରୋନା ସଂକ୍ରମିତ !

ବେଙ୍ଗାଲୁରୁ,୧୬।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ବେଙ୍ଗାଲୁରୁସ୍ଥିତ ଭାରତୀୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *