Posted inଜାତୀୟ

ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୫।୬: ଜୁନ୍‌ ୨୧ରେ ପାଳନ ହେବାକୁ ଯାଉଛି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଏହା ପୂର୍ବରୁ ଶୁକ୍ରବାର ଅନ୍ତରାଷ୍ଟ୍ରୀୟ ଭିଡିଓ ବ୍ଲଗ ପ୍ରତିଯୋଗୀତା ‘ମାଇଁ ଲାଇଫ ମାଇଁ ୟୋଗା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଏହି ପ୍ରତିଯୋଗୀତାର ଘୋଷଣା କରିଥିଲେ। ଅନ୍ୟପଟେ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ୍ୟ ରାଜେଶ କୋଟେଚା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର ଯୋଗ ଦିବସରେ ଲେହରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ପାରନ୍ତି। କରୋନା ମହାମାରୀ କାରଣରୁ ଏପର୍ଯ୍ୟନ୍ତ ଏହା ସ୍ଥିର କରାଯାଇ ନ ଥିବା ବେଳେ ଯୋଗ ଦିବସରେ କୌଣସି କାର୍ଯ୍ୟକ୍ରମ ଆୟୋଜନ ନ ହୋଇପାରେ ବୋଲି ରାଜେଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଗଲେ ଭାଜପାର ଏହିସବୁ ପ୍ରମୁଖ ପ୍ରାର୍ଥୀ

ମୁମ୍ବାଇ/ଚଣ୍ଡିଗଡ,୨୪।୧୦: ମହାରାଷ୍ଟ୍ର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହାରାଷ୍ଟ୍ରରେ ଭାଜପା-ଶିବସେନା ମେଣ୍ଟ ସରsକାର ଗଢିବାକୁ ଯାଉଥିବାବେଳେ ହରିୟାଣାରେ ଝୁଲା ବିଧାନସଭା ହୋଇଛି।...

ପିତା ହେଲେ ୨୬ ସପ୍ତାହ ଛୁଟି ସହ ୭୦ ହଜାର ଟଙ୍କା ସହାୟତା ଦେବ ‘ଜୋମାଟୋ’

ନୂଆଦିଲ୍ଲୀ, ୫।୬: ମହିଳାଙ୍କ ଭଳି ପୁରୁଷ କର୍ମଚାରୀଙ୍କୁ ପିତୃକାଳୀନ ଛୁଟି ପ୍ରଦାନ କରିବ ଫୁଡ ଏଗ୍ରିଗେଟର କମ୍ପାନୀ ‘ଜୋମାଟୋ’। କମ୍ପାନୀର ଯେଉଁ କର୍ମଚାରୀ ପିତା ହେବେ...

୫୮ ଆସନରେ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

ଲକ୍ଷ୍ନୌ,୯ା୨: ଉତ୍ତର ପ୍ରଦେଶର ୪୦୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫୮ ଆସନରେ ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ପଶ୍ଚିମ ୟୁପିର ୧୧ ଜିଲାରେ ସକାଳ ୭ଟାରୁ...

୩ ସଦସ୍ୟଙ୍କ ମଧ୍ୟରେ ଚାଲିଥିଲା ମିଟିଂ: ଚା’, କଫି, ଜଳଖିଆ ବିଲ୍‌ ଆସିଲା ୧.୫ ଲକ୍ଷ ଟଙ୍କା

ନାଗପୁର, ୨୮।୬: ନାଗପୁର ବିଶ୍ୱବିଦ୍ୟାଳୟରେ ବୋର୍ଡ ଅଫ୍‌ ଷ୍ଟଡିଜ୍‌ ବୈଠକରେ ସାମିଲ ଥିବା ତିନି ସଦସ୍ୟ ଚା’, କଫି ଏବଂ ଜଳଖିଆ ବିଲ୍‌ ୧.୫ ଲକ୍ଷ...

ଷ୍ଟାଟ୍‌ଅପ୍‌ ମାଧ୍ୟମରେ ଗଠନ ହେବ ନୂଆ ଭାରତ…

ନୂଆଦିଲ୍ଲୀ, ୨୯।୫ : ଦେଶରେ ଷ୍ଟାଟ୍‌ଅପ୍‌ ଦ୍ୱାରା ବିକାଶ ହେବାରେ ଲାଗିଛି। ଷ୍ଟାଟ୍‌ଅପ୍‌ ଦ୍ୱାରା ନୂଆ ଭାରତ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୨,୯୩୭ଟି...

ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ; ଉପଯୁକ୍ତ ସମୟରେ ଆରମ୍ଭ ହେବ ଇଣ୍ଟରନେଟ୍‌ ସେବା: ଶାହ

ନୂଆଦିଲ୍ଲୀ,୨୦।୧୧: ସମ୍ପ୍ରତି ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ। ଏଠାରେ ଉପଯୁକ୍ତ ସମୟରେ ଇଣ୍ଟରନେଟ୍‌ ସେବା ଆରମ୍ଭ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ...

ଜୁନ୍‌ ୩୦ ପର୍ଯ୍ୟନ୍ତ ବୁକ୍‌ କରାଯାଇଥିବା ସମସ୍ତ ଟିକେଟକୁ ବାତିଲ କଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୧୪।୫: ଜୁନ୍‌ ୩୦ ଅବା ଏହା ପୂର୍ବରୁ ଯେଉଁ ଯାତ୍ରୀମାନେ ଟ୍ରେନ୍‌ ଟିକେଟ ବୁକ୍‌ କରିଥିଲେ ସେମାନଙ୍କୁ ଲାଗିଛି ଝଟ୍‌କା। କାରଣ ଭାରତୀୟ ରେଲଓ୍ବେ ଜୁନ...

Advertisement
Archives

Model This Week