Posted inଜାତୀୟ

ଯୋଗ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୩୧ା୩ (ଆଇଏଏନ୍‌ଏସ୍‌): ଲକ୍‌ଡାଉନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ଫିଟ୍‌ନେସ ରଖିବା ପାଇଁ ନେଉଥିବା ପଦକ୍ଷେପ ସମ୍ପର୍କରେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଅନେକ ବର୍ଷ ଧରି ଯୋଗ ତାଙ୍କ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଥିବା ସେ କହିଛନ୍ତି। ଅନେକ ଟୁଇଟ୍‌ ଜରିଆରେ ସେ ଯୋଗ କରୁଥିବା ସମୟର ଭିଡ଼ିଓ ଶେୟାର କରିଛନ୍ତି। ଏଗୁଡ଼ିକ ୨୦୧୮ରେ ୟୁ-ଟ୍ୟୁବ୍‌ରେ ଅପ୍‌ଲୋଡ ହୋଇଥିଲା। ରବିବାର ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମ ବେଳେ କେହିଜଣେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ଫିଟ୍‌ନେସ୍‌ର ରହସ୍ୟ ସମ୍ପର୍କରେ ପଚାରିଥିଲେ। ସେଥିପାଇଁ ଯୋଗ ଭିଡିଓ ଶେୟାର କରିବାକୁ ସେ ଚିନ୍ତାକଲେ ବୋଲି କହିଛନ୍ତି। ଅନ୍ୟମାନେ ନିୟମିତ ଯୋଗ କରିବା ସହ ଫିଟ୍‌ନେସ୍‌ର ଅନ୍ୟ ବିକଳ୍ପ ଉପାୟ ଶେୟାର କରିବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri