ଯୋଜନା ପରଖିଲେ ଭଦ୍ରକ ଜିଲାପାଳ

ଭଦ୍ରକ ଅଫିସ,୧୯।୪: କରୋନା ମୁକାବିଲା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ଗରିବ ତଥା ଶ୍ରମିକ ଶ୍ରେଣୀୟ ଲୋକେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିଜେ ସରକାରଙ୍କ ବିଭିନ୍ନ ଯୋଜନାରେ ଉପକୃତ ହେଉଥିବା ଗ୍ରାମବାସୀଙ୍କୁ ଭେଟି ଆଲୋଚନା କରିଛନ୍ତି। ତିହିଡି ବ୍ଲକର ବାବନବିନ୍ଧା ପଞ୍ଚାୟତର କାନପୁର ଗାଁରେ ଜିଲାପାଳ ପହଞ୍ଚି ଗ୍ରାମବାସୀ କେଉଁ ଯୋଜନାରେ କେତେ ଟଙ୍କା ଲେଖାଏଁ ପାଇଛନ୍ତି, ଗ୍ରାମବାସୀ କିଭଳି ସାମାଜିକ ଦୂରତ୍ୱ ନିୟମକୁ ମାନୁଛନ୍ତି ସେ ସମ୍ପର୍କରେ ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ...

ନିଆଁରେ ପୋଡ଼ି ବିବାହିତା ମହିଳାଙ୍କ ମୃତ୍ୟୁ

ବନ୍ତ, ୧୫ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ନୂଆପୋଖରୀ ଗ୍ରାମରେ ମଙ୍ଗଳବାର ସକାଳେ ଜଣେ ବିବାହିତା ମହିଳା ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଛନ୍ତି। ପରିବାର ଲୋକେ...

ଜୀବନ ପରିବର୍ତ୍ତେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ ଅଫିସ, ୧୭।୬ କରୋନା ମହାମାରୀ ସମୟରେ ଜୀବନ ବଡ଼ ନା ଜୀବିକା। ଏ ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇ ନ ଥିବାବେଳେ ଜୀବିକାକୁ...

ବଦଳୁଛି ବସ୍ତିର ମାନଚିତ୍ର

ବାଲେଶ୍ୱର ଅଫିସ, ୬।୭-ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବାଲେଶ୍ୱର ସହରର ବିଭିନ୍ନ ବସ୍ତିରେ ନିର୍ମାଣ ହେବାକୁ ଯାଉଛି ଓଏସ୍‌ଡ଼ି (ଓପନ୍‌ ସ୍ପେଶ୍‌ ଡେଭଲପମେଣ୍ଟ)। ଏହି ପ୍ରକଳ୍ପରେ...

ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ଅନୁଗୋଳ ଅଫିସ, ୨୦ା୧୦ ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ...

ସାପ୍ତାହିକ ହାଟରେ ଲାଗିଲା ମାଓବାଦୀ ପୋଷ୍ଟର

ଲାଠୋର, ୧୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଘୁନସର ଏବଂ ପୁଟକେଲଚୁଆଁ ମଧ୍ୟସ୍ଥଳରେ ଥିବା ସାପ୍ତାହିକ ହାଟ ପେଣ୍ଡାଲରେ ମାଓବାଦୀମାନେ ୩ଟି ବ୍ୟାନର ଲଗାଇ...

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ...

ସାଇବର ଠକେଇ ଅଭିଯୋଗରେ ନାବାଳକ ଅଟକ

ଉମରକୋଟ, ୫।୩ସ୍ବ.ପ୍ର.): ପେନିୟର ବାୟ ବ୍ୟାଙ୍କ ନାମରେ ଲୋକଙ୍କୁ ଠକୁଥିବା ଜଣେ ସାଇବର ଠକଙ୍କୁ ଉମରକୋଟ ପୋଲିସ ଅଟକ ରଖିଛି। ସେ ଜଣେ ନାବାଳକ। ତାଙ୍କ...

Advertisement
Archives

Model This Week