ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ

ଯୋଡ଼ା,୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ ଖଣିରୁ ଖଣିଜ ପରିବହନ, ଯୋଡ଼ାର ସମସ୍ତ ସ୍କୁଲ କଲେଜ, ଯୋଡ଼ା ଦେଇ ଚାଲୁଥିବା ଯାତ୍ରୀବାହୀ, ମାଲବାହୀ ଟ୍ରେନ୍‌, ଦୋକାନ ବଜାର ସମେତ ଯୋଡ଼ାରେ ଥିବା ବିଭିନ୍ନ ବ୍ୟାଙ୍କ ପ୍ରତିଷ୍ଠାନ ବନ୍ଦ ରହିଛି। ଯୋଡ଼ା ଶ୍ରମିକ ସଂଗଠନର ସାଥୀ ବିଜିତ୍‌ ମହାନ୍ତି, ହୃଦାନନ୍ଦ ପ୍ରଧାନ, ସରୋଜ ମହାନ୍ତିଙ୍କ ସହ ଡିବି ସିଂହ କମ୍ପାନୀର କର୍ମଚାରୀ ଅନିଲ କୁମାର ଚାତମ୍ବା, ରାଜେଶ ଗୋପ୍‌, ପ୍ରଦୀପ ପ୍ରଧାନ, ରାମଚନ୍ଦ୍ର ଦାସ ମହେନ୍ଦ୍ର ବାରିକ ପ୍ରମୁଖ ଏହି ବନ୍ଦର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri