ଯୋଡ଼ାରେ ୩ ଜଣଙ୍କ ସ୍ବାବ୍‌ ସଂଗ୍ରହ

ଯୋଡ଼ା, ୨୭।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବାହାରୁ ଆସିିଥିବା ଲୋକମାନଙ୍କ ସ୍ବାବ ସଂଗ୍ରହ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ମେଡିକାଲ ଟିମ୍‌ ରବିବାର ଯୋଡାରେ ପହଞ୍ଚିଛନ୍ତି। ରବିବାର ପ୍ରଥମ ଦିନରେ ରାଜ୍ୟ ବାହାରୁ ଆସିଥିବା ୨୩ ଜଣଙ୍କଠାରୁ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବ ବୋଲି ମେଡିକାଲ ଟିମ୍‌ ପକ୍ଷରୁ ସୂଚନା ମିଳିଛି। ଏକ ଡାକ୍ତରୀ ରାପିଡ୍‌ ରେସପନ୍ସ ଟିମ୍‌ ଦ୍ୱାରା ରାଜ୍ୟ ବାହାରୁ ଆସି ଘରେ ଓ ବିଭିନ୍ନ ସରକାରୀ ସଙ୍ଗରୋଧରେ ୧୪ ଦିନ ରହିଥିବା ଲୋକଙ୍କଠାରେ ଥଣ୍ଡା, କାଶ ଛିଙ୍କ, ଜ୍ୱର ଜନିତ କିମ୍ବା ଅନ୍ୟାନ୍ୟ ଲକ୍ଷଣ ଦେଖାଗଲେ ସେମାନଙ୍କୁ ଚିହ୍ନଟ କରାଯାଇ ଏହି ସ୍ବାବ ସଂଗ୍ରହ କରାଯାଉଥିବା ମେଡିକାଲ ଟିମ୍‌ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ...

ଓଡ଼ିଶାର ଅର୍ଥନୀତି ସ୍ଥିତି ଭଲ ଅଛି: ୮ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ଅନୁମୋଦିତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭାରେ ସୋମବାର ୮ ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌କୁ ଅନୁମୋଦନ ମିଳିଛି। ଏହାକୁ ଆଗତ କରି ଅର୍ଥମନ୍ତ୍ରୀ ନିରଞ୍ଜନ...

ବାହାରେ ପଡ଼ିବନି ପାଇଖାନା ମଇଳା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।...

ଆଗେଇ ଚାଲିଛି ରଥ ନିର୍ମାଣ

ଧରାକୋଟ,୧୯ ।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଗଡ଼ଜାତ ଅଞ୍ଚଳର ରଥଯାତ୍ରା ମଧ୍ୟରେ ଧରାକୋଟ ରଥଯାତ୍ରା ଏକ ଭିନ୍ନ ପରମ୍ପରା ଦେଇ ପାଳନ ହୋଇଆସୁଛି। ସବୁସ୍ଥାନରେ ବାହୁଡ଼ା ଯାତ୍ରା...

ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ହଡ଼ପ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ବିଭାଗ ଏବଂ ସରକାରୀ ଉଦ୍ୟୋଗଗୁଡ଼ିକରେ ଥିବା କେତେଜଣ ଅଧିକାରୀ ନିଜ କର୍ତ୍ତବ୍ୟରେ ଅବହେଳା କରିବା ସହ ସରକାରୀ ଅର୍ଥକୁ ହଡ଼ପ କରିବାକୁ...

ରଖେ ହରି ମାରେ କିଏ; ୨ ଘଣ୍ଟାର ସଂଘର୍ଷ ପରେ ଉଦ୍ଧାର ହେଲେ ନାବାଳକ

ଜେନାପୁର,୧୫।୯(ଡି.ଏନ.ଏ.): କଥାରେ ଅଛି ରଖେ ହରି ମାରେ କିଏ। ଏହି ଉକ୍ତିକୁ ପ୍ରମାଣ କରିଦେଲା ଭଳି ଘଟଣା ଘଟିଛି ଯାଜପୁର ଜିଲା ଜେନାପୁର ଥାନା ଅଧୀନ...

୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ

ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ...

ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ

ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ...

Advertisement
Archives

Model This Week