ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ କମ୍ପାନୀକୁ ସୋମବାର ବିମାନରେ ଯୋଧପୁର ନିଆଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ବୁଧବାର ନମୁନା ପରୀକ୍ଷାରୁ ୩୦ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସଂକ୍ରମିତମାନଙ୍କୁ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିବାବେଳେ ଅନ୍ୟମାନେ କ୍ୱାରାଣ୍ଟାଇନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ, ୯।୮-କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବି. ଶ୍ରୀରାମୁଲୁ ଟୁଇଟ...

ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି

ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ...

ଡିସେମ୍ବର ୧୪ରୁ ଦଶମ, ଦ୍ୱାଦଶ ଶିକ୍ଷାର୍ଥିଙ୍କ ପାଇଁ ଖୋଲିବ ସ୍କୁଲ: କରୋନା ଯାଞ୍ଚ ପରେ କ୍ଲାସକୁ ଯିବାକୁ ମିଳିବ ଅନୁମତି

ଚଣ୍ଡିଗଡ଼,୧୦।୧୨: କରୋନା ମହାମାରୀ ମଧ୍ୟରେ ହରିଆଣାରେ ପୁଣିଥରେ ଡିସେମ୍ବର ୧୪ରୁ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର...

ଖଣ୍ଡା ଧରି ପୋଲିସକୁ ଗୋଡାଇଲେ କୃଷକ

ନୂଆଦିଲ୍ଲୀ,୨୬।୧: ମଙ୍ଗଳବାର ସାରା ଦେଶରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଦିଲ୍ଲୀ ସୀମାରେ ଦୀର୍ଘ ଦୁଇ ମାସ ହେବ କୃଷି ଆଇନକୁ...

କେଜରିଓ୍ବାଲ ଯମୁନାରେ ବୁଡ ପକାଇଲେ ଏହା ସଫା ହୋଇଯିବ: ଶାହା

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକମାନେ ଏବେ ଦିଲ୍ଲୀର ଶାସକ ଆମ ଆଦମୀ...

ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର...

ଚାଷ କରିବାକୁ ଚାହୁଁଛନ୍ତି ରାମ ରହିମ: ପାରୋଲ ପାଇଁ କଲେ ଆବେଦନ

ରୋହତକ,୨୧।୬: ଆତ୍ମ ଘୋଷିତ ବାବା ଗୁରମିତ ରାମ ରହିମ ସିଂ ପାରୋଲ ପାଇଁ ଆବେଦନ କରିଛନ୍ତି। ଖବରଦାତାଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

Advertisement


Archives

Model This Week

Why Dharitri