ଯୌତୁକଜନିତ ବଧୂ ହତ୍ୟା ଅଭିଯୋଗ

କଳିଙ୍ଗନଗର, ୫।୯(ଡି.ଏନ୍‌.ଏ.)- ଟମକା ଥାନା ଅନ୍ତର୍ଗତ ଗୋବରଧନପୁର ଗ୍ରାମରେ ବୁଧବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ଅଜୟ ବେହେରାଙ୍କ ସ୍ତ୍ରୀ ଲିପିକା ବେହେରା। ଯୌତୁକ ପାଇଁ ଶାଶୁଘର ଲୋକେ ଲିପିକାଙ୍କୁ ମାରି ଟାଙ୍ଗି ଦେଇଥିବା ବାପା କଳିଙ୍ଗ ନାୟକ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନ.ଂ୬୬/୧୯) ରୁଜୁକରି ଅଜୟଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଥିବା ଜଣାପଡିଛି। ପ୍ରକାଶ ଯେ, ଲିପିକା ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ପାଇ ଟମକା ପୋଲିସ ଅଜୟଙ୍କ ଘରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶରଣକୁଳ ଅଞ୍ଚଳରେ ଗୋମଡ଼କ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ...

ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ନିଆଁ

କେନ୍ଦୁଝର,୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ଆବର୍ଜନା ପରିଚାଳନା କେନ୍ଦ୍ରରେ ଶନିବାର ହଠାତ୍‌ ନିଆଁ ଲାଗିଯିବାରୁ ଆବର୍ଜନା ପୋଡ଼ିଯିବା ସହ ବିଦ୍ୟୁତ୍‌ତାର, କେବୁଲ...

ଜିଲା ମାନ୍ୟତା ଦାବି ତେଜିଲା

ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ...

କେନ୍ଦୁପତ୍ର ବିକ୍ରି ପାଇଁ ଟ୍ରାନଜିଟ୍‌ ପରମିଟ ମିଳୁନି

ଜୁନାଗଡ଼,୨୮।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ପଞ୍ଚାୟତ ଓ ଆଟିଗାଁ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗତ ଏପ୍ରିଲ ମାସରେ ନିକଟସ୍ଥ କେଲିଆ ସଂରକ୍ଷିତ ଜଙ୍ଗଲରୁ...

ଥାଲାସେମିଆ ରୋଗୀ ଏଚ୍‌ଆଇଭିରେ ଆକ୍ରାନ୍ତ

ବାଲେଶ୍ୱର, ୮।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାରରୁ ରକ୍ତ ନେଉଥିବା ଥାଲାସେମିଆରେ ପୀଡ଼ିତ ଜଣେ...

ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୨୦।୮(ସ୍ବ.ପ୍ର.): ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ସହର ଉପକଣ୍ଠ ଗାନ୍ଧୀନଗର ସ୍ଥିତ ନୂଆସାହିରେ। ସାହିର...

ଅନୁଗୋଳରେ ୩୪୨୨ ବେଡ୍‌ ପ୍ରସ୍ତୁତ

ଅନୁଗୋଳ ଅଫିସ, ୯।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କାର୍ଯ୍ୟ ହାତକୁ ନିଆଯାଇଛି।...

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା...

Advertisement
Archives

Model This Week