Posted inଜାତୀୟ

ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ କଲେ ଯୁବକ

ଜୟପୁର,୨୫।୪: ଦେଶରେ ଯୌତୁକ ବିରୋଧରେ ଜାରି ରହିଛି ସଚେତନତା। ଏହି ମର୍ମରେ ରାଜସ୍ଥାନ ସିକର ଜିଲାରେ ଜଣେ ଯୁବକ ସୃଷ୍ଟି କରିଛନ୍ତି ଏକ ନିଆରା ଉଦାହରଣ। ସେ ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ କରିଛନ୍ତି। ସ୍ଥାନୀୟ ଝୁଝନ୍‌ର ବାଘୋଲୀରେ ବାସ କରୁଥିବା ଅବସରପ୍ରାପ୍ତ ଜେଲ୍‌ ସୁପରିଟେଣ୍ଡେଟ ନନ୍ଦ ସିଂ ଶେଖାଓ୍ବତ୍‌ଙ୍କ ପୁତ୍ର ଲୋକେଶଙ୍କର ସିକରରେ ବାସିନ୍ଦା ତେଜ୍‌ ସିଂ ରାଠୋରଙ୍କ କନ୍ୟା ସୋନଲ ସହିତ ହେଉଥିଲା। କନ୍ୟା ପିତା ଲୋକେଶଙ୍କୁ ଯୋତୁକ ବାବଦରେ ଟଙ୍କା ଦେଇଥିଲେ। ମାତ୍ର ଲୋକେଶ ଏହାକୁ ଫେରାଇ ଦେଇ କେବଳ ଏକ ଟଙ୍କା ନେଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିବା ସହିତ ଏହା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?