Posted inଜାତୀୟ

ଯୌତୁକରେ ମିଳିଲାନି ସ୍କର୍ପିଓ: ଅଧା ବିବାହରୁ ବର ଫେରାର

ଜୟପୁର,୧୯।୫: ରାଜସ୍ଥାନ ବାରାଂ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବରଙ୍କୁ କନ୍ୟା ପକ୍ଷ ସ୍କର୍ପିଓ ଗାଡ଼ି ଦେବାକୁ ମନା କରିବାରୁ ଅଧା ବିବାହରୁ ସେ ବେଦୀରୁ ଫେରାର ହୋଇଯାଇଛନ୍ତି। ସ୍ଥାନୀୟ ହରନାବଦାଶାହଜୀ ଥାନା ଅନ୍ତର୍ଗତ ଦିଗୋଦ ଜାଗିର ଗାଁରେ ଏହା ଘଟିଛି। ବେଦୀ ଚାରିପଟେ ଗୋଟିଏ ଫେରା ପରେ ବର ମେଘରାଜ ଲୋଧା ସ୍କର୍ପିଓ ଗାଡ଼ି ଯୋତୁକରେ ମାଗିଥିଲେ। ତେବେ ଏହାକୁ କନ୍ୟାପକ୍ଷ ପୂରଣ କରିବାକୁ ଅସମର୍ଥ ଥିବା ପ୍ରକାଶ କରିଥିଲେ। ପରେ ବର ଫେରାର ହୋଇଯାଇଥିବା କୁହାଯାଉଛି। ଏନେଇ କନ୍ୟା ଘର ସଦସ୍ୟ ଥାନାରେ ଏମ ମାମଲା ଦାଏର କରିଛନ୍ତି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ ୩ଶହ କୋଟି

ଉଜ୍ଜୟିନୀ,୧୮।୮: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଭକ୍ତଙ୍କର ସୁବିଧା ଓ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ କମଳନାଥ ସରକାର ପ୍ରାୟ ୩ଶହ କୋଟି ଟଙ୍କା...

ଏସବୁ ନବରାତ୍ରୀରେ କରାଯାଏ ନାହିଁ କାହିଁକି…

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। ଏହାକୁ ଖାଇବା...

ମା’ଙ୍କୁ ସ୍କୁଟରରେ ତୀର୍ଥଯାତ୍ରା ପାଇଁ ନେଉଥିବା ଯୁବକଙ୍କୁ ଉପହାର ମିଳିଲା କାର୍‌

ନୂଆଦିଲ୍ଲୀ,୨୪।୧୦: କର୍ନାଟକର ଜଣେ ଯୁବକ ତାଙ୍କ ୭୦ ବର୍ଷୀୟା ମାଆଙ୍କୁ ନିଜ ସ୍କୁଟରରେ ବସାଇ ତୀର୍ଥ ଯାତ୍ରା ପାଇଁ ବାହାରିଥିଲେ। ଏହି ମାତୃଭକ୍ତ ଯୁବକଙ୍କ କଥା...

ଆଜିକୁ ପୁରିଲା ମୋଦି ସରକାରଙ୍କ ୫ ବର୍ଷ: ବିଜୁଳି, ସ୍ବଚ୍ଛ ଭାରତ ଯୋଜନା ଆଣି ଦେଇଛି ସଫଳତା; କଳାଧନ, ବିମୁଦ୍ରିକରଣକୁ ନେଇ ବିରୋଧୀ ଉଠାଇଛନ୍ତି ପ୍ରଶ୍ନ

ନୂଆଦିଲ୍ଲୀ,୧୬।୫: ୨୦୧୪ ମସିହା ଆଜିର ଦିନରେ ପ୍ରକାଶ ପାଇଥିଲା ଲୋକ ସଭା ନିର୍ବାଚନର ଫଳାଫଳ। ଏଥିରେ ଭାଜପା ବହୁମତ ସାବ୍ୟସ୍ତ କରିବା ସହ କେନ୍ଦ୍ରରେ ସରକାର...

ଦେଢ ବର୍ଷ ମଧ୍ୟରେ ଭାଜପାର ୭ ବରିଷ୍ଠ ନେତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ୨୦୧୮ ଅଗଷ୍ଟ ୧୪ରୁ ୨୦୧୯ ଅଗଷ୍ଟ ୨୪ ମଧ୍ୟରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ,...

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ...

ପୁରୁଣା ଟିଭି ସେଟ୍‌ ଖୋଳରେ କୁକୁର ଛୁଆଙ୍କ ପାଇଁ ଘର: ସୋସିଆଲ ମିଡ଼ିଆରେ ଭାଇରାଲ

ଦିସପୁର,୨୭।୧୨: ଆସାମର ଦିସପୁରର ଜଣେ ଯୁବକ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ଯୁବକ ଜଣକ ରାସ୍ତାରେ ବୁଲୁଥିବା କୁକୁର ଛୁଆଙ୍କ ପାଇଁ ପୁରୁଣା...

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)...

Advertisement
Archives

Model This Week