ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟଚାଲାଣ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗାଁରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ପୋଡ଼ାପଦର ଗାଁର ବି. ଗଣେଶ। ଶନିବାର ଗଣେଶଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଛତ୍ରପୁର ଥାନା ଆଇଆଇସି ପ୍ରୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି । ଅଧିକ ଯୌତୁକ ଦାବି କରି ଏହି ଆକ୍ରମଣ କରାଯାଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଗଣେଶ ବିବାହ ପରେ ଯୌତୁକ ଦାବି କରି ବାରମ୍ବାର ସ୍ତ୍ରୀ ଲକ୍ଷ୍ମୀଙ୍କୁ ନିର୍ଯାତନା ଦେଇଆସୁଥିଲେ। ଗତ ବୁଧବାର ଯୌତୁକ ଦାବି କରି ସେ ଏକ କାତିରେ ଲକ୍ଷ୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri