ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟଚାଲାଣ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗାଁରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ପୋଡ଼ାପଦର ଗାଁର ବି. ଗଣେଶ। ଶନିବାର ଗଣେଶଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଛତ୍ରପୁର ଥାନା ଆଇଆଇସି ପ୍ରୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି । ଅଧିକ ଯୌତୁକ ଦାବି କରି ଏହି ଆକ୍ରମଣ କରାଯାଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଗଣେଶ ବିବାହ ପରେ ଯୌତୁକ ଦାବି କରି ବାରମ୍ବାର ସ୍ତ୍ରୀ ଲକ୍ଷ୍ମୀଙ୍କୁ ନିର୍ଯାତନା ଦେଇଆସୁଥିଲେ। ଗତ ବୁଧବାର ଯୌତୁକ ଦାବି କରି ସେ ଏକ କାତିରେ ଲକ୍ଷ୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?