ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ଛତ୍ରପୁର,୨୧ା୧୦(ଡି.ଏନ.ଏ.)-ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀଙ୍କୁ ରବିବାର ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ଚିକିଲଖଣ୍ଡି ଗଁା ରବି ରଞ୍ଜନ ଗୌଡ। ଗଞ୍ଜାମ ଓଡିଆ ଢାମଣା ସାହିର ଜଣେ ଯୁବତୀଙ୍କୁ ୨୦୧୯ ମେ ୧ ରେ ରବି ବିବାହ କରିଥିଲେ। ଦାବି ମୁତାବକ ଯୌତୁକ ଦିଆଯାଇଥିବା ସତ୍ତ୍ୱେ ପରେ ଅଧିକ ଯୌତୁକ ଦାବି କରିଥିଲେ। ଏଥିସହ ସ୍ତ୍ରୀଙ୍କୁ ସେ ନିର୍ଯାତନା ଦେଉଥିଲେ ା ଏନେଇ ଛତ୍ରପୁର ଥାନାରେ ଦିଆଯାଇଥିବା ଏତଲାକୁ ଭିତ୍ତିକରି ପୋଲିସ ମାମଲା (ନଂ-୨୬୫/୧୯ ) ରୁଜୁ କରି ରବିଙ୍କୁ ଗିରଫ କରିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri