Posted inଜାତୀୟ

ଯୌତୁକ ପାଇଁ ଶିବାଙ୍ଗୀ ଫେରାଇ ଦେଇଥିଲେ ବରଯାତ୍ରୀ: ଏବେ ବିବାହ ପାଇଁ ଯୁବକଙ୍କ ଲମ୍ବା ଲାଇନ୍‌

ଗ୍ବାଲିୟର,୨୧।୪: କିଛି ମାସ ତଳେ ଯୌତୁକ ପାଇଁ ମଧ୍ୟପ୍ରଦେଶ ଗ୍ବାଲିୟରର ଶିବାଙ୍ଗୀ ତାଙ୍କ ଘରକୁ ଆସିଥିବା ବରଯାତ୍ରୀଙ୍କୁ ଫେରାଇ ଦେଇଥିଲେ। ଏହା ପରେ ଶିବାଙ୍ଗୀ ନିଜ କ୍ୟାରିଅର ପାଇଁ ବିଭିନ୍ନ ପ୍ରତିଯୋଗିତା ମୂଳକ ପରୀକ୍ଷା ଦେଉଛନ୍ତି। ତେବେ ଶିବାଙ୍ଗୀଙ୍କ ବିଷୟରେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚା ହୋଇଥିଲା। ଏବେ ତାଙ୍କ ପଦକ୍ଷେପରେ ଅନୁପ୍ରାଣିତ ହୋଇ ଅନେକ ଯୁବକ ଶିବାଙ୍ଗୀଙ୍କୁ ବିବାହ କରି ପାଇଁ ପ୍ରସ୍ତାବ ଦେଇଛନ୍ତି। ଶିବାଙ୍ଗୀ ପ୍ରଥମେ କ୍ୟାରିୟର ଏହାପରେ ବିବାହ କରିବାକୁ ମନସ୍ଥ କରିଛନ୍ତି। ତାଙ୍କୁ ବିବାହ କରିବା ପାଇଁ ଯୁବକଙ୍କ ଲମ୍ବା ଲାଇନ ଯୋଗୁ ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ଶିବାଙ୍ଗୀ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ କାର୍ଯ୍ୟାଳୟରେ ମମତା: କହିଲେ,ମତେ ବି ଗିରଫ କର…

କୋଲକାତା,୧୭।୫: ନାରଦା ଦୁର୍ନୀତି ନେଇ ପଶ୍ଚିମବଙ୍ଗରେ ସିବିଆଇ ପକ୍ଷରୁ ଚଢ଼ାଉ ଜାରି ରହିଛି। ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ମନ୍ତ୍ରୀଙ୍କ ସମେତ ୩ ନେତାଙ୍କ ଘରେ ସିବିଆଇ ଚଢ଼ାଉ...

ଦୁଇ ମାସ ଯାଏ ମାଗଣା ମିଳିବ ରାସନ: ଅଟୋ-ଟ୍ୟାକ୍ସି ଚାଳକଙ୍କୁ ୫ ହଜାର ଟଙ୍କା ସହାୟତା

ନୂଆଦିଲ୍ଲୀ,୪।୫: କରୋନା ସଙ୍କଟ ମଧ୍ୟରେ ଦିଲ୍ଲୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦୁଇ ମାସ ଯାଏ ମାଗଣା ରାସନ ଏବଂ...

ଗୁଜରାଟ ନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ଭାଜପା

ନୂଆଦିଲ୍ଲୀ,୧୧।୧୧: ଡିସେମ୍ବରରେ ହେବାକୁ ଥିବା ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଫିସ ଯାଇଥିଲେ ସ୍ବାମୀ, କାମ ସାରି କଲେ ଆତ୍ମସମର୍ପଣ

ମୁମ୍ବାଇ,୧୪।୩: ମହାରାଷ୍ଟ୍ରରେ ଏକ ହତ୍ୟାକାଣ୍ଡର ଅଜବ ମାମଲା ସାମ୍ନାକୁ ଆସିଛି। ସୋମବାର ପାଲଘର ଜିଲାର ନାଲାସୋପାରାଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା...

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ

ନୂଆଦିଲ୍ଲୀ,୨୫।୩: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଗୁରୁବାର ସ୍ଥଗିତ ରଖାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହିତ କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଆଦି...

ମୋଦିଙ୍କ କାନରେ ଏଭଳି କହିଲେ ମୁସଲମାନ୍‌ ଯୁବକ…

କୋଲକାତା,୭।୪: ପଶ୍ଚିମବଙ୍ଗରେ ଏପ୍ରିଲ ୩ରେ ସୋନାରପୁରଠାରେ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ। ଏହି ସମୟରେ ମୁସଲମାନ ଯୁବକ ଜୁଲଫିକର ପ୍ରଧାନମନ୍ତ୍ରୀଙ୍କ ସହିତ ସାକ୍ଷାତ୍‌ କରିଥିଲେ। ହେଲିପ୍ୟାଡ୍‌...

ଆଇଟିବିପିର ୨୦ ଯବାନଙ୍କୁ ଦିଆଗଲା କରୋନା ଟିକା

ନୂଆଦିଲ୍ଲୀ,୧୬ ।୧: କରୋନା ମହାମାରୀକୁ ନେଇ ଭାରତରେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର...

ସାବରିମାଲା ମନ୍ଦିର ପାଇଁ ଆଇନ ପ୍ରଣୟନ କରିବାକୁ କେରଳ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ସାବରିମାଲା ଆୟପ୍ପା ମନ୍ଦିରକୁ ନେଇ ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ସାବରିମାଲା ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁ ଓ ମନ୍ଦିର ପ୍ରଶାସନର ସୁବିଧାକୁ...

Advertisement
Archives

Model This Week