ଯୌନ ନିର୍ଯାତନା ସହିପାରିଲେନି ୧୭ବର୍ଷୀୟ ଯୁବତୀ: ମାଗିଲେ ଇଚ୍ଛାମୃତ୍ୟୁ

ପିଲାଦିନେ ବାରମ୍ବାର ବଳାତ୍କାର ଯନ୍ତ୍ରଣା ସହିଆସୁଥିବା ଯୁବତୀ ଶେଷରେ ମୃତ୍ୟୁର ବାଟ ଆପଣାଇଛନ୍ତି। ନେଦରଲାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା। ୧୧ ବର୍ଷ ବୟସର ହୋଇଥିବାବେଳେ ଯୁବତୀ ଜଣଙ୍କ ବଳାତ୍କାରର ଶିକାର ହୋଇଥିଲେ। ଯୌନ ନିର୍ଯାତନାର ଶିକାର ହେବା ପରେ ୧୭ବର୍ଷୀୟ ଯୁବତୀ ଜଣଙ୍କ ଡିପ୍ରେସନକୁ ଚାଲିଯାଇଥିଲେ। ଏତେମାତ୍ରାରେ ସେ ମାନସିକ ଯନ୍ତ୍ରଣା ଭୋଗୁଥିଲେ ଯେ, ଇଚ୍ଛାମୃତ୍ୟୁ ଲାଗି ଆବେଦନ କରିଥିଲେ। ଏଥିଲାଗି ଅନୁମତି ମିଳିବା ପରେ ହିଁ ସେ ଗତ ରବିବାର ନିଜ ଘରେ କ୍ଲିନିକାଲ ଡେଥ ଯୋଗେ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ଆରବରୁ ଭାରତ ଯାଏଁ ହେବ ରେଲଓ୍ବେ ଲାଇନ, ଚାଇନାକୁ କାଉଣ୍ଟର କରିବାକୁ ପ୍ରସ୍ତୁତ ହେଲା ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୮।୯: ଜି-୨୦ନେଇ ରାଜଧାନୀ ଦିଲ୍ଲୀରେ ପ୍ରସ୍ତୁତ ଶେଷ ହୋଇ ସାରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦିଲ୍ଲୀରେ ପହଞ୍ଚି...

ଥରିଲା ଆଫଗାନିସ୍ତାନ ଓ ତାଇଓ୍ବାନ

କାବୁଲ/ତାଇପେଇ,୮।୮: ଆଫଗାନିସ୍ତାନ ଓ ତାଇଓ୍ବାନରେ ଗୁରୁବାର ଭୂକମ୍ପ ଅନୁଭୁତ ହୋଇଛି। ସକାଳ ୬ଟା ୧୫ରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର...

ନୋବେଲ ବିଜେତା ଆମେରିକୀୟ ଅର୍ଥଶାସ୍ତ୍ରୀଙ୍କ ଉପରେ ଯୌନ ଉତ୍ପୀଡନ ଅଭିଯୋଗ

ୱାଶିଂଟନ,୧୮ ।୧୨: ନୋବେଲ ପୁରସ୍କାରରେ ସମ୍ମାନୀତ ଅର୍ଥଶାସ୍ତ୍ରୀ ପ୍ରଫେସର ଫିଲିପ ଡାୟବୱିଗଙ୍କ ବିରୋଧରେ ଯୌନ ଉତ୍ପୀଡନ ଅଭିଯୋଗ ଆସିଛି । ଡାୟବୱିଗ ୱାଶିଂଟନ ୟୁନିଭର୍ସିଟିରେ ପାଠ...

‘ଭିକ୍ଟ୍ରି ଡେ’ର ଠିକ ପୂର୍ବରୁ ହୋଇଥିବା ଡ୍ରୋନ ଆକ୍ରମଣର କଡା ଜବାବ ଦେବ ରୁଷିଆ, ୟୁକ୍ରେନକୁ ଦେଲା ଧମକ

ମସ୍କୋ, ୪।୫:ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଉପରେ ଅଭିଯୋଗ ଆଣିଛନ୍ତି କି ତାଙ୍କର କ୍ରେମଲିନରେ ଥିବା ଘର ଉପରେ ଡ୍ରୋନ ଆକ୍ରମଣ କରିବାକୁ ଚେଷ୍ଟା...

ଆମେରିକା-ଦକ୍ଷିଣ କୋରିଆକୁ କଡ଼ା ଜବାବ ଦେଲେ କିମ୍‌: କଲେ କ୍ଷେପଣାସ୍ତ୍ର ପରୀକ୍ଷଣ…

ପ୍ୟୋଙ୍ଗାୟାଙ୍ଗ୨୧।୮ : ଉତ୍ତର କୋରିଆ ର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଆମେରିକା ଏବଂ ଦକ୍ଷିଣ କୋରିଆକୁ କଡ଼ା ଜବାବ ନେଇଛନ୍ତି। ତାଙ୍କ ନିର୍ଦ୍ଦେଶରେ...

ୟୁକ୍ରେନ୍‌ ଛାଡ଼ିବାକୁ ଆମେରିକୀୟଙ୍କୁ ପରାମର୍ଶ

କିଭ୍‌/ଓ୍ବାଶିଂଟନ୍‌, ୨୪।୮: ସୋଭିଏଟ୍‌ ସଂଘରୁ ଅଲଗା ହୋଇଥିବା ୟୁକ୍ରେନ୍‌ ବୁଧବାର ଏହାର ୩୧ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଥିବାବେଳେ ଏହି ଦିନ ରୁଷିଆ କିଭ୍‌...

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ...

ଏମିତି ଦେଶ, ଯେଉଁଠି ସବୁଠୁ ଶସ୍ତାରେ ମିଳେ ପେଟ୍ରୋଲ

କାରାକସ୍‌,୨୮।୨: ଆଜିକାଲି ଆମ ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହେଲାଣି। ଏମିତିକି ଆମ ଦେଶର କିଛି ସହରରେ ପେଟ୍ରୋଲ ଦାମ୍‌ ଲିଟର ପ୍ରତି ୧୦୦...

Advertisement
Archives

Model This Week