ଯୌନ ନିର୍ଯାତନା ସହିପାରିଲେନି ୧୭ବର୍ଷୀୟ ଯୁବତୀ: ମାଗିଲେ ଇଚ୍ଛାମୃତ୍ୟୁ

ପିଲାଦିନେ ବାରମ୍ବାର ବଳାତ୍କାର ଯନ୍ତ୍ରଣା ସହିଆସୁଥିବା ଯୁବତୀ ଶେଷରେ ମୃତ୍ୟୁର ବାଟ ଆପଣାଇଛନ୍ତି। ନେଦରଲାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା। ୧୧ ବର୍ଷ ବୟସର ହୋଇଥିବାବେଳେ ଯୁବତୀ ଜଣଙ୍କ ବଳାତ୍କାରର ଶିକାର ହୋଇଥିଲେ। ଯୌନ ନିର୍ଯାତନାର ଶିକାର ହେବା ପରେ ୧୭ବର୍ଷୀୟ ଯୁବତୀ ଜଣଙ୍କ ଡିପ୍ରେସନକୁ ଚାଲିଯାଇଥିଲେ। ଏତେମାତ୍ରାରେ ସେ ମାନସିକ ଯନ୍ତ୍ରଣା ଭୋଗୁଥିଲେ ଯେ, ଇଚ୍ଛାମୃତ୍ୟୁ ଲାଗି ଆବେଦନ କରିଥିଲେ। ଏଥିଲାଗି ଅନୁମତି ମିଳିବା ପରେ ହିଁ ସେ ଗତ ରବିବାର ନିଜ ଘରେ କ୍ଲିନିକାଲ ଡେଥ ଯୋଗେ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ଯାଉଥିବା ଭାରତୀୟ ସହାୟତାକୁ ଚୋରି କରୁଛି ପାକିସ୍ତାନ…

କାବୁଲ, ୯।୬ : ଭାରତରୁ ଆଫଗାନିସ୍ତାନକୁ ପଠାଯାଉଥିବା ମାନବିକ ସହାୟତାକୁ ପାକିସ୍ତାନ ଚୋରି କରିବାରେ ଲାଗିଛି। ଥରେ ଏହି ସହାୟତା ଆଫଗାନିସ୍ତାନରେ ପହଞ୍ଚିବା ପରେ ଗହମରେ...

କରୋନା ମୃତ୍ୟୁ ସଂଖ୍ୟା ଖୁବ୍‌ ଶୀଘ୍ର ୫୦ ହଜାର ଟପିବାର ରହିଛି ଆଶଙ୍କା: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨।୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ...

ଓ୍ବାଶିଙ୍ଗ୍‌ ମେସିନ୍‌, ସୋଫାରେ ପଶି ଯାଉଥିଲେ ଆମେରିକା, ଧରିଲା ପୋଲିସ

କାର୍ଲିଫର୍ନିଆ,୧୨।୧୨: ମେକ୍ସିକୋରୁ ପ୍ରତିବର୍ଷ ଅନେକ ପ୍ରବାସୀ ଲୋକ ଅସାମ୍ବିଧାନିକ ଭାବେ ଆମେରିକାରେ ପ୍ରବେଶ କରିଥାନ୍ତି। କିଛି ଲୋକ ଧରାପଡିଥିବାବେଳେ ଆଉ କିଛି ସେଠାରେ ରହିଯାନ୍ତି। ସେହିପରି...

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ...

ପୁଣି ମାଡ଼ି ଆସୁଛି ବିପଦ, ଆରମ୍ଭ ହେଲାଣି ଚତୁର୍ଥ ଲହର…

ଜେନେଭା,୩୧।୭: କରୋନା ମହାମାରୀର ଦ୍ୱିତୀୟ ଲହର ପୃଥିବୀର କେତେକ ଦେଶରେ ଥମି ନ ଥିବାବେଳେ କିଛି ଦେଶରେ ତୃତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ...

ମଡେଲ୍‌ଙ୍କ ସହ ଫ୍ଲଟିଂ କରିବା ଯୁବକଙ୍କୁ ପଡ଼ୁଛି ମହଙ୍ଗା: ଏପରି ଫସୁଛନ୍ତି ଜାଲରେ

କାଲିଫର୍ନିଆର ଜଣେ ଇନଷ୍ଟାଗ୍ରାମ ମଡେଲ ପେଜ୍‌ ୱୁଲେନ ସୋସିଆଲ ମିଡିଆରେ ମହିଳାମାନଙ୍କ ଠକ ପାର୍ଟନରଙ୍କୁ ଧରିବାରେ ସାହାଯ୍ୟ କରୁଛନ୍ତି। ୨୮ ବର୍ଷିୟା ପେଜ୍‌ଙ୍କ ସୋସିଆଲ ପୃଷ୍ଠାରେ...

ଭାରତୀୟ ଛାତ୍ରଙ୍କୁ ବନ୍ଧକ ରଖିଛି ୟୁକ୍ରେନ୍‌, ରୁଷିଆ ଆଣିଲା ଅଭିଯୋଗ…

ମସ୍କୋ/କ୍ୱିଭ୍‌,୩।୩ : ଭାରତୀୟ ଛାତ୍ରଙ୍କୁ ୟୁକ୍ରେନ୍‌ ବନ୍ଧକ ରଖିଛି। ଏଭଳି ଅଭିଯୋଗ ରୁଷିଆ କରିଛି। ତେବେ ଏହାକୁ ଆମେରିକା ପକ୍ଷରୁ ଖଣ୍ଡନ କରାଯାଇଛି।ଯୁଦ୍ଧ ସମୟରେ ଏହା...

ଭୁଟାନରେ ମୋଦି: ପାରୋ ବିମାନ ବନ୍ଦରରେ ଗାର୍ଡ ଅଫ୍‌ ଅନର୍‌

ଥିମ୍ପୁ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଆସି ପାରୋ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୁଟାନ ପ୍ରତିପକ୍ଷ...

Advertisement
Archives

Model This Week