ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ

ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦ୍ୱାରା ଆଣବିକ ବିକିରଣ ହେବାର ଆଶଙ୍କା କରାଯାଉଛି। ସ୍ଥାନୀୟ ୟୋନୋସ୍କୋରେ ଏହି ବିସ୍ଫୋରଣ ଘଟିଥିବାବେଳେ ଏହାଦ୍ୱାରା ସୃଷ୍ଟି ହୋଇଥିବା ଆଣବିକ ବିକିରଣ ୪୭ କିଲୋମିଟର ଦୂରରେ ଥିବା ସେବେରୋଦ୍ୱିସ୍କ୍‌ ସହରରେ ଅନୁଭୁତ ହୋଇଥିବା କୁହାଯାଉଛି। ମାତ୍ର ରୁଷିଆ କହିଛି ଯେ, ୪୦ ମିନିଟ ମଧ୍ୟରେ ସ୍ବାଭାବିକ ହୋଇଛି। ରକେଟରେ ଲିକ୍ୟୁଇଡ୍‌ ପ୍ରୋପେଲେଣ୍ଟ୍‌ ଇଞ୍ଜିନ୍‌ର ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri