ରକ୍ତଅଭାବ ଦୂର ଲାଗି ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ଜୁନାଗଡ,୧୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଆହ୍ବାନକ୍ରମେ ରବିବାର ଜୁନାଗଡ ବ୍ଲକ ଚିଲଗୁଡା ନୀଲମାଧବ ଉଚ୍ଚ ବିଦ୍ୟାଳୟରେ ଜିଲା ପୋଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଚିଲଗୁଡା ଫାଣ୍ଡି ଅଞ୍ଚଳର ନଅ ପଞ୍ଚାୟତର ୪୬ଜଣ ରକ୍ତଦାନ କରିଥିଲେ। ଜୁନାଗଡ ଥାନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମନୋଜ କୁମାର ମହାନ୍ତ, ଜୁନାଗଡ ଭାରପ୍ରାପ୍ତ ଥାନାଧିକାରୀ ଉତ୍ତମ କୁମାର ସାହୁ, ଚିଲଗୁଡା ଫାଣ୍ଡି ଅଧିକାରୀ ବୀରବନ୍ଧୁ ସେଠୀ, ମୁଣ୍ଡରାଗୁଡା ସରପଞ୍ଚ ଅମୃତାଞ୍ଜଳି ଭାଟି, ବାଙ୍କପଲାସ ସରପଞ୍ଚ ଲକ୍ଷ୍ମୀ ଛତ୍ରିଆ, ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ସଭାପତି ସୁଜିତ ପାଢୀ, ବିଜୁ ଯୁବ ବାହିନୀ ସଦସ୍ୟ, ସାମାଜିକ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?