ରକ୍ତଚାପ କମାଏ କଖାରୁ ମଞ୍ଜି

୨୮ ଗ୍ରାମ୍‌ କଖାରୁ ମଞ୍ଜିରେ୧୫୧ କ୍ୟାଲୋରି,୧୭ ଗ୍ରାମ୍‌ ଫାଇବର, ୭ ଗ୍ରାମ୍‌ ପ୍ରୋଟିନ୍‌, ୪ ଗ୍ରାମ୍‌ ମନୋସାଚ୍ୟୁରେଟେଡ ଫ୍ୟାଟ୍‌,୬ ଗ୍ରାମ ଓମେଗା-୬ ଫ୍ୟାଟ୍‌, ମାଙ୍ଗାନିଜ, ମ୍ୟାଗ୍ନେସିୟମ, ଫସ୍‌ଫରସ ରହିଛି। ଏଥିରେ ଥିବା ଫାଇଟୋଷ୍ଟେରଲ ବ୍ଲଡ୍‌ କୋଲେଷ୍ଟରଲ୍‌ କମ କରିବାରେ ସାହାଯ୍ୟ କରେ। ଏହା ଗଲ୍‌ ବ୍ଲାଡରରେ ଷ୍ଟୋନ ହେବାକୁ ଦିଏନାହିଁ ଓ ଯେଉଁମାନେ କଖାରୁ ମଞ୍ଜି ଖାଆନ୍ତି ସେମାନଙ୍କୁ ବ୍ରେଷ୍ଟ୍‌ କ୍ୟାନ୍‌ସର ହେବା ଆଶଙ୍କା କମ୍‌ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି। ଅନୁଧ୍ୟାନରୁ ଜଣାପଡିଛି, କଖାରୁ ମଞ୍ଜିରୁ ପ୍ରସ୍ତୁତ ହେଉଥିବା ତେଲ ଖାଇବା ଦ୍ୱାରା ପ୍ରୋଷ୍ଟେଟ ଓ ୟୁରିନାରି ସମସ୍ୟା ବି ଦୂର ହୋଇଯାଏ। ଏହା ରକ୍ତଚାପ କମ୍‌ କରିବାରେ ମଧ୍ୟ ସାହାଯ୍ୟ କରେ। କଖାରୁ ମଞ୍ଜି ଖାଇଲେ ଋତୁସ୍ରାବ ଜନିତ ସମସ୍ୟା ଦୂର ହୋଇଯାଏ। କଖାରୁ ମଞ୍ଜି ବା ତେଲରେ ଥିବା ମନୋସାଚ୍ୟୁରେଟେଡ୍‌ ଫ୍ୟାଟ୍‌ ଓ ଓମେଗା-୬ ଫ୍ୟାଟ୍‌ ହାର୍ଟକୁ ସୁସ୍ଥ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ମୁକ୍ତବାୟୁ ଶିଶୁଙ୍କୁ ନକାରାତ୍ମକ ଭାବନାରୁ ଦୂରରେ ରଖିଥାଏ

ଏବେକା ସମୟରେ ଶିଶୁମାନେ ଖୋଲା ପରିବେଶରେ ଖେଳିବା ଏବଂ ବୁଲିବା ବଦଳରେ ଘର ମଧ୍ୟରେ ମୋବାଇଲ୍‌ ଏବଂ କମ୍ପ୍ୟୁଟର୍‌ରେ ଖେଳିବା ଦେଖିବାକୁ ମିଳୁଛି। ତେବେ ମୁକ୍ତ...

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ...

ଜାଣନ୍ତୁ ଡିପ୍ରେସନ୍‌ର କାରଣ, ଲକ୍ଷଣ ବିଷୟରେ

ଡିପ୍ରେସନ୍‌ ମାନସିକ ଦୁଃଶ୍ଚିନ୍ତାର ଅନ୍ୟ ନାମ। ଆଜିକାଲିର ଜୀବନଶୈଳୀ ଯୋଗୁ ଅଧିକାଂଶ ଲୋକ ଏଥିରେ ପୀଡିତ ହେଉଛନ୍ତି। ପାରିବାରିକ ଅସୁବିଧା ହେଉ ଅବା ବ୍ୟକ୍ତିଗତ ସମସ୍ୟା...

କ୍ଷତିକାରକ କଫି

କେତେକ ଲୋକ ଅଛନ୍ତି ଦିନକୁ ୨-୩ ଥର କଫି ପିଇବାକୁ ପସନ୍ଦ କରିଥାଆନ୍ତି । ଏବେ ଏକ ଗବେଷଣାରୁ ଜଣାପଡିଛି କି ଯେଉଁମାନେ ଦିନକୁ ୬...

ଏସବୁ ଖାଇଲେ ମଧୁମେହ ରୋଗୀଙ୍କୁ ନେବାକୁ ପଡି ନ ଥାଏ ଇନ୍‌ସୁଲିନ୍‌

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ...

ହ୍ୟାଟ୍‌ ଫ୍ୟାଶନ

ଖରାଦିନେ ସୂର୍ଯ୍ୟଙ୍କ ଉତ୍ତାପରୁ ରକ୍ଷାପାଇବା ପାଇଁ ଅନେକେ ମୁଣ୍ଡରେ ହ୍ୟାଟ୍‌ (ଟୋପି) ବ୍ୟବହାର କରିଥାଆନ୍ତି। ଟୋପି କେବଳ ଖରାରୁ ସୁରକ୍ଷା ଦେଇଥାଏ ତାହା ନୁହେଁ, ଏହା...

ପ୍ରତିଦିନ ଖାଆନ୍ତୁ ୧୦୦ ଗ୍ରାମ ପନିର୍‌, ମିଳିବ ଏହିସବୁ ଫାଇଦା

ପନିର ଖାଇବାକୁ ଯେତିକି ସ୍ବାଦିଷ୍ଟ ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ପନିରରେ ପ୍ରୋଟିନ୍‌, କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଫସଫରସ୍‌ ଭରପୂର ମାତ୍ରାରେ ଥାଏ। ରନ୍ଧା ପନିର...

ଭିନ୍ନ ଏହି ନେଲ୍‌ ଆର୍ଟ

ଆକର୍ଷଣୀୟ ଲୁକ୍‌ ପାଇବା ପାଇଁ କେବଳ ତ୍ୱଚାର ଯତ୍ନ ନେଲେ ତ ହେବନି ପୂରା ଶରୀରର ଏପରିକି ନଖର ମଧ୍ୟ ଦେଖାଶୁଣା କରିବା ନିହାତି ଜରୁରୀ।...

Advertisement
Archives

Model This Week