ରକ୍ତଚାପ ନିୟନ୍ତ୍ରଣରେ ରଖେ ଗ୍ରୀନ୍‌ କଫି

ଗ୍ରୀନ୍‌ କଫିରେ ମିନେରାଲ୍ସ ଏବଂ ଭିଟାମିନ୍‌ରେ ଭରପୂର୍‌ ମାତ୍ରାରେ ଥାଏ। ଏହା ଶରୀରରେ ପୋଷକ ତତ୍ତ୍ୱର ଅଭାବକୁ ପୂରଣ କରିଥାଏ। ଏହାସହ ଓଜନ ନିୟନ୍ତ୍ରଣ କରିଥାଏ। ରକ୍ତରେ ଶର୍କରା ପରିମାଣ କମ୍‌ କରିବାକୁ ମଧ୍ୟ ଗ୍ରୀନ୍‌ କଫିର ସେବନ କରିପାରିବେ। ଗ୍ରୀନ୍‌ କଫି ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ। ଗ୍ରୀନ୍‌ କଫିରେ ପ୍ରଚୁର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ ଥାଏ। ଏହା ଶରୀରକୁ ସମସ୍ତ ପ୍ରକାର ସଂକ୍ରମଣରୁ ରକ୍ଷା କରିଥାଏ। ସବୁଠୁ ଭଲ କଥା ହେଉଛି, ଅନ୍ୟ କଫିକୁ ଦିନକୁ ଥରକରୁ ଅଧିକ ପିଇଲେ ଖରାପ ପ୍ରଭାବ ପଡୁଥିବା ବେଳେ ଗ୍ରୀନ୍‌ କଫିକୁ ଦିନରେ ଯେତେ ଇଚ୍ଛା ସେତେ ପିଇଲେ ଶରୀରରେ କୌଣସି ପ୍ରଭାବ ପଡି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରୋଗରୁ ମୁକ୍ତି ଦେଇ ଥାଏ ଆମ୍ବପତ୍ର, କିପରି ବ୍ୟବହାର କରିବେ ଜାଣନ୍ତୁ..

ଫଳର ରାଜା ଆମ୍ବ। ଏହାର ଉପକାରୀ ଗୁଣ ସମ୍ପର୍କରେ ପ୍ରାୟ ଅଧିକାଂଶ ଲୋକଙ୍କୁ ଜଣା। ମାତ୍ର କ’ଣ ଆପଣ ଏହା ପତ୍ରର ଉପକାରୀ ଗୁଣ ସମ୍ପର୍କରେ...

ବୁଟ୍‌କଟ୍‌ ଜିନ୍ସ ଫ୍ୟାଶନ

ବୁଟ୍‌କଟ୍‌ ଜିନ୍ସର ଟ୍ରେଣ୍ଡ ଏବେ ପୁଣିଥରେ ଫେରି ଆସିଛି, ଯାହାକୁ ଯୁବପିଢି ଖୁବ୍‌ ପସନ୍ଦ କରୁଛନ୍ତି। ଏହି ଟାଇପ୍‌ର ଜିନ୍ସ ସାଧାରଣତଃ ଅଣ୍ଟାଠୁ ଆଣ୍ଠୁ ପର୍ଯ୍ୟନ୍ତ...

ମୁଣ୍ଡରେ ରୁପି ହେଉଥିଲେ…

ଚୁଟିରେ ତେଲ ଲଗାଇବା ଦ୍ୱାରା ଚୁଟିମୂଳ ଶକ୍ତ ହେବା ସହ ମୁଣ୍ଡ ଥଣ୍ଡା ରୁହେ। ହେଲେ ଆପଣ ଜାଣନ୍ତିକି, ଅନେକେ ଭାବନ୍ତି ଶୀତଦିନେ କେଶରେ ଅଧିକ...

ସମସ୍ତଙ୍କ ଥାନ୍ତି ୫ ମା’: ଜାଣନ୍ତୁ କିପରି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜଣେ ବ୍ୟକ୍ତିଙ୍କର ୫ ପିତା ଥିବା ଉଲ୍ଲେଖ କରିଥିବା ବେଳେ ୫ ଜଣ ମାତାଙ୍କ ବିଷୟରେ ମଧ୍ୟ କହିଛନ୍ତି। ତେବେ...

ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ...

ଜନ୍ମରୁ ସମସ୍ତ ବ୍ୟକ୍ତିଙ୍କ ପାଖରେ ଥାଏ ଏହି ଗୁଣ, ଚାଣକ୍ୟ କହିଲେ ସଠିକ୍‌ ବ୍ୟବହାରରେ ମିଳିଥାଏ ସଫଳତା

ମହାନ ଅର୍ଥନୀତିଜ୍ଞ ତଥା ରାଜନେତା ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ,କିଛି ଗୁଣ ଏପରି ଥାଏ ଯାହା ମଣିଷକୁ କେହି ଶିଖାଇପାରିବ ନାହିଁ। କାରଣ ସେହି ଗୁଣ...

ସନ୍ଧ୍ୟାପରେ ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଉପରେ ପଡ଼େ ଏହି ପ୍ରଭାବ …

ଅଙ୍ଗୁର ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ଏହାକୁ ଦିନ ବେଳେ ଖାଦ୍ୟ ଖାଇ ସାରିବାର କିଛି ସମୟ ପରେ ଖାଇଲେ ସୁଫଳ ମିଳିଥାଏ। ଅଙ୍ଗୁରରେ ଟାରଟରିକ୍‌...

ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ବଜାରରେ ମିଳୁଥିବା ଫାଷ୍ଟଫୁଡ୍‌ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ପାଟିକୁ ସୁଆଦିଆ ମାତ୍ର ଦେହ ପ୍ରତି କ୍ଷତିକାରକ। ଫାଷ୍ଟଫୁଡ୍‌ ଖାଇବା ପରେ କିଛି...

Advertisement
Archives

Model This Week