ରକ୍ତଦାନ କଲେ ଜିଲାପାଳ

ନୂଆପଡା ଅଫିସ,୧୬ା୪: କୋଭିଡ ୧୯ ସହ ସାରା ବିଶ୍ୱ ବର୍ତ୍ତମାନ ଲଢୁଛି। ସଂକ୍ରମଣ ରୋକିବା ପାଇଁ ଭାରତରେ ଲକ୍‌ଡାଉନ କଟକଣା ଜାରି କରାଯାଇଛି। ଏଥିପାଇଁ ବିଭିନ୍ନ କ୍ଷେତ୍ର ପ୍ରଭାବିତ ହେଉଥିବା ବେଳେ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖାଦେଇଛି। ଫଳରେ ରକ୍ତହୀନତାର ଶିକାର ହେଉଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଉପଲବ୍ଧି କରି ନୂଆପଡା ଜିଲାପାଳ ମଧୁସ୍ମିତା ସାହୁ ସ୍ବତଃପ୍ରବୃତ୍ତ ଭାବେ ରକ୍ତ ଦେବାକୁ ଆଗେଇ ଆସିଛନ୍ତି। ଗୁରୁବାର ମଧ୍ୟାହ୍ନରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ରକ୍ତଦାନ କରିଛନ୍ତି। ନିଜେ ରକ୍ତଦାନ କରି ଏହି ମହତ କାମ ପାଇଁ ଆଗେଇ ଆସିବାକୁ ଜିଲାବାସୀଙ୍କୁ ଆହ୍ବାନ କରିଛନ୍ତି ଜିଲାପାଳ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

କୁଜଙ୍ଗ ଓକିଲ ସଂଘ କର୍ମକର୍ତ୍ତାଙ୍କୁ ନୋଟିସ୍‌

କଟକ ଅଫିସ୍‌,୯ା୪: ଆଇନ୍‌ଜୀବୀଙ୍କୁ ଆର୍ଥତ୍କ ସହାୟତା ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ଅଭିଯୋଗ। ହ୍ବାଟସ୍‌ଆପ୍‌ରେ ଏଭଳି ତଥ୍ୟ ପଠାଇ ଫସିଛନ୍ତି କୁଜଙ୍ଗ ଓକିଲ ସଂଘର ସାଧାରଣ...

ତୀରବିଦ୍ଧ ମୃତ ବାର୍‌ହା ଜବତ, ଜଣେ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୫।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳରୁ ବନବିଭାଗ ଏକ ତୀରବିଦ୍ଧ ବାର୍‌ହାର ମୃତଦେହ ଜବତ କରିଥିବାବେଳେ ଏହି ଘଟଣାରେ...

କଟକରେ ୩ କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ

କଟକ ଅଫିସ୍‌,୧୪।୧: କଟକରେ ୩ଟି କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। ସିଭିଲ୍‌ କୋର୍ଟ, ଏସ୍‌ଡିଜେଏମ୍‌, ଜିଲା ଦୌରାଜଜ କୋର୍ଟକୁ କଣ୍ଟେନ୍‌ମେଣ୍ଟ କରାଯାଇଛି। କରୋନା ମାମଲା...

ଏଥର ଦୁର୍ଗାପୂଜାରେ ଝଲସିବ ପ୍ରାଚୀନଗର

ଭଦ୍ରକ ଅଫିସ, ୧୬ା୯:ଦୁଇବର୍ଷ ପରେ ଏଥର ଧୁମ୍‌ଧାମ୍‌ରେ ଶାରଦୀୟ ଦୁର୍ଗାପୂଜା ପାଳନ କକରାଯିବ। ଏଥିପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ପୂଜା କମିଟି ପକ୍ଷରୁ ଜୋର୍‌ସୋରରେ...

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି।...

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ...

ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍‌ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ...

ଧାରଣା ସ୍ଥଳରେ ବିଡିଓ-ବିଧାୟକ ବାହିନୀପତି କଥା କଟାକଟି

ପାପଡ଼ାହାଣ୍ଡି,୫।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ୧୬ଦଫା ଦାବି ନେଇ ବୁଧବାରଠାରୁ କଂଗ୍ରେସ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦେଇଥିଲା। ଗୁରୁବାର ଜୟପୁର ବିଧାୟକ...

Advertisement
Archives

Model This Week