ରକ୍ତହୀନତା ଦୂରକରେ ସଜନା ଶାଗ

ଶରୀରରେ ରକ୍ତର ପରିମାଣ କମ୍‌ ହେଲେ ମନୁଷ୍ୟ ରୋଗାକ୍ରାନ୍ତ ହୋଇପଡେ। ତେବେ ଶରୀରରେ ରକ୍ତ କମିଗଲେ ଔଷଧ ପରିବର୍ତ୍ତେ କିଛି ଘରୋଇ ଉପଚାର କଲେ ଲାଭ ମିଳିଥାଏ। ଆୟୁର୍ବେଦ ଚିକିତ୍ସକଙ୍କ ମତରେ ସଜନା ଶାଗ ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ଏହା ନିୟମିତ ଖାଇବା ଭଲ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।
-ବାଡିରେ ଥିବା ସଜନା ଗଛର ଛୁଇଁକୁ ଆମେ ତରକାରି କରି ଖାଇଥାଉ। ହେଲେ ନିୟମିତ ଏହାର ପତ୍ରକୁ ଖାଦ୍ୟରୂପେ ବ୍ୟବହାର କଲେ ଶରୀରରୁ ରକ୍ତହୀନତା ଦୂର ହୋଇଥାଏ।
-ସଜନା ପତ୍ରର ରସ ନିୟମିତ ପାନ କଲେ ଉଚ୍ଚରକ୍ତଚାପ ସମସ୍ୟା ଦୂର ହୋଇଥାଏ।
– ପିଲା ହୁଅନ୍ତୁ ଅବା ବୟସ୍କ ସଜନା ପତ୍ର ଖାଇଲେ ଦୃଷ୍ଟିଶକ୍ତି ବୃଦ୍ଧି ପାଇଥାଏ।
-ଶରୀରରେ ଆଇରନ୍‌ର ମାତ୍ରା କମ୍‌ ହେଲେ ସଜନା ଶାଗ ବ୍ୟତୀତ ଗାଜର ଓ ଅମୃତଭଣ୍ଡା ରସ ପିଇଲେ ଏହା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କମାନ୍ତୁ ପେଟ ଚର୍ବି

ସାଧାରଣତଃ ମୋଟା ହେଲେ କିମ୍ବା ଶିଶୁ ଜନ୍ମ ପରେ ଅଧିକାଂଶ ମହିଳାଙ୍କର ପ୍ରଥମେ ପେଟରେ ଚର୍ବି ଜମିବା ଆରମ୍ଭ ହୋଇଯାଏ। ଯାହାକି ଫିଗରକୁ ଖରାପ କରିଥାଏ।...

ସ୍ମୃତିଶକ୍ତି ବୃଦ୍ଧି କରିବାକୁ ଚାହୁଁଥିଲେ ମନେ ମନେ ଗାଆନ୍ତୁ ଗୀତ

ବୟସର ମଧ୍ୟବର୍ତ୍ତୀ ସୋପାନରେ ପହଞ୍ଚିବା ପରେ ଶାରୀରିକ ଏବଂ ମାନସିକ ରୂପରେ ଧୀରେ ଧୀରେ ମଣିଷ ଦୁର୍ବଳ ହୋଇପଡ଼େ। ଏସମୟରେ ଅନେକଙ୍କ କ୍ଷେତ୍ରରେ ସ୍ମୃତି ଶକ୍ତି...

୨୦୨୨ରେ ଏହି ୪ ରାଶି ବ୍ୟକ୍ତିଙ୍କ ଭାଗ୍ୟ ଚମକିବ; ନୂଆ ଚାକିରିର ଯୋଗ, ଢେର ଗୁଣା ବଢ଼ିବ ଆୟ…

ଆଉ ଦିନ କେଇଟାରେ ନୂଆ ବର୍ଷ। ଏହା ଆଣିପାରେ ନୂଆ ସମ୍ଭାବନା। ଏବେଠାରୁ ନୂତନ ବର୍ଷକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଥିବା ବେଳେ, ଆଜି...

ଲିଭର୍‌କୁ ସୁରକ୍ଷିତ ରଖେ ଏହି ପତ୍ର…

ଭୃସଙ୍ଗପତ୍ର ସ୍ବାସ୍ଥ୍ୟ ପାଇଁ ଲାଭକାରୀ । ପ୍ରତିଦିନ ସକାଳେ ଅଧାକପ୍‌ ଭୃସଙ୍ଗପତ୍ର ରସ ପିଇଲେ ଲିଭର ବିଭିନ୍ନ ସଂକ୍ରମଣରୁ ଦୂରେଇ ରୁହେ। ଏହାର କାର୍ଯ୍ୟକୁ ଭୃସଙ୍ଗପତ୍ର...

ପ୍ରଥମ ଦରମା ମାଆଙ୍କୁ ଦେଇଥିଲି

ଇଞ୍ଜିନିୟରିଂ ପଢ଼ା ସରିବା ପରେ ଚାକିରି ପାଇଁ ମତେ ଷ୍ଟ୍ରଗଲ୍‌ କରିବାକୁ ପଡ଼ି ନ ଥିଲା। ମୁଁ ମୋ ଘରେ ବିଭିନ୍ନ ପ୍ରକାରର ଫୁଲଗଛ ଓ...

ଭାଗ୍ୟରୁ ଧନୀ ହୋଇଥାନ୍ତି ଏହି ୩ ରାଶିର ବ୍ୟକ୍ତି; ଯାହା ଚାହାନ୍ତି ତାହା ପାଆନ୍ତି…

କୁହାଯାଏ, ଯାହାର ଭାଗ୍ୟ ଭଲ ସେ କମ୍‌ ପରିଶ୍ରମରେ ସଫଳତା ପ୍ରାପ୍ତ କରିଥାଏ। ଯାହାର ଖରାପ ତାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିଥାଏ। ଜ୍ୟୋତିଷଶାସ୍ତ୍ରରେ ଏଭଳି...

ଭାକ୍ସିନ୍‌ କାମ କରୁଛି ବୋଲି ଜାଣିବେ କିପରି…

ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସାର୍ବଜନୀକ ଭାକ୍ସିନ୍‌ କରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ନେବା...

ଘର ଶିଢ଼ି ତଳେ କରନ୍ତୁ ନାହିଁ ଏସବୁ, ମଝି ଭାଗରେ…

* ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରଭୁ ହନୁମାନ ହେଉଛନ୍ତି ସୁ-ସ୍ବାସ୍ଥ୍ୟର ସ୍ବୀମୀ। ତେଣୁ ଘରେ ପ୍ରଭୁ ହନୁମାନଙ୍କର ଫଟୋ ହେଉ ଅବା ମୂର୍ତ୍ତି ରଖିଲେ ଘର ସଦସ୍ୟଙ୍କର...

Advertisement
Archives

Model This Week