ରକ୍ତ ଦେଲେ ଗୋଟିଏ ପରିବାରର ୭ ସଦସ୍ୟ

ବ୍ରହ୍ମପୁର ଅଫିସ,୯ା୪-କରୋନା ପ୍ରଭାବରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି ା ଏହାକୁ ପୂରଣ କରିବାକୁ ବ୍ରହ୍ମପୁରର ସ୍ବେଚ୍ଛାସେବୀ ସଂଗଠନ ସବୁଜ ବାହିନୀ ନେତୃତ୍ୱରେ ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ ଶୀର୍ଷକ ରକ୍ତଦାନ ଶିବିର ଏପ୍ରିଲ ପହିଲାରୁ ଆରମ୍ଭ ହୋଇଛି ା ବୁଧବାର ଏମ୍‌କେସିଜି ରକ୍ତଭଣ୍ଡାରରେ ଆୟୋଜିତ ଚତୁର୍ଥ ରକ୍ତଦାନ ଶିବିରରେ ୧୦ ଜଣ ବ୍ୟକ୍ତି ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଛନ୍ତି ା ସେଥିମଧ୍ୟରୁ ଗୋଟିଏ ପରିବାରର ୭ ସଦସ୍ୟ ଶିବିରରେ ଏକକାଳୀନ ଭାବେ ରକ୍ତଦାନ କରିଛନ୍ତି ା ସବୁଜ ବାହିନୀ ସଦସ୍ୟ କେ.ସୁଶୀଲ କୁମାରଙ୍କ ପରିବାରର କେ.ପ୍ରସାଦ ରାଓ, କେ.ହ୍ରିତିକ ରାଓ, କେ.ଶିବ ଶଙ୍କର,ଇ.ଶ୍ରୀ ନିବାସ ଦୋରା, ଅବିିନାଶ ରେଡ୍ଡୀ, ଏସ୍‌. ଆଶିଷ, ଏସ୍‌.ସତୀଶ, ଜେ.ରାଜୁ ଓ ଶିବ ଶଙ୍କର ବିଶ୍ୱାଳ ପ୍ରମୁଖ ୭ ଜଣ ସଦସ୍ୟ ରକ୍ତ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ା ତେବେ ଶିବିରରୁ ୧୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri