କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ ଜଣାପଡିଛି କି କଞ୍ଚାଲଙ୍କାରେ ଥିବା ଭିଟାମିନ୍ସ ଆମ ଶରୀରକୁ ବିଭିନ୍ନ ପ୍ରକାର ଛୋଟମୋଟ ସମସ୍ୟାରୁ ଦୂରେଇ ରଖିଥାଏ।
-ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ବିଶେଷ କରି ଏହା ବୋନ୍ କ୍ୟାନସର ସହ ଲଢିବାର ଶକ୍ତି ରଖିଥାଏ।
-ଅତ୍ୟଧିକ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପାଇଁ କଞ୍ଚାଲଙ୍କା ଲାଭଦାୟକ। କାରଣ ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ପାଚନ ତନ୍ତ୍ରକୁ ଠିକ୍ ରଖିବାରେ ସାହାଯ୍ୟ କରିଥାଏ।
-ସବୁଠାରୁ ବଡ କଥା ହେଲା ରକ୍ତ ଶର୍କରା ଅଂଶ କମ୍ କରିବାକୁ କଞ୍ଚାଲଙ୍କା ବ୍ୟବହାର କରିବା ଭଲ। ରାତିରେ ୨ଟି କଞ୍ଚାଲଙ୍କା ଏକ ଗ୍ଲାସ ପାଣିରେ ଭିଜାଇ ରଖି ସକାଳୁ ସେହି ପାଣିକୁ ପିଇଲେ ରକ୍ତ ଶର୍କରା କମି ଯାଇଥାଏ। ଏହିପରି ମାସେ ପର୍ଯ୍ୟନ୍ତ କଲେ ଲାଭ ମିଳିଥାଏ।
କଞ୍ଚାଲଙ୍କା ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥିବା ବେଳେ ଲାଲ ଲଙ୍କାଠାରୁ ସବୁବେଳେ ଦୂରେଇ ରହିବା ଭଲ।
Posted inଜୀବନଚର୍ଯ୍ୟା View All
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…
ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...
Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...
୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…
ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…
୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...
କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍ ଆରମ୍ଭ…
ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...
ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା
ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...
Archives


