ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବ ସୋଫା

ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବାର ଏକ ସରଳ ଉପାୟ ରହିଛି। ବେଶ୍‌ କିଛି ବର୍ଷ ଗବେଷଣା କରିବା ପରେ ଚାଇନାର ଏକ କମ୍ପାନୀ ଏପରି ଏକ ହାଇଟେକ୍‌ ସୋଫା ପ୍ରସ୍ତୁତ କରିଛି। ଏହାକୁ ‘ବ୍ଲଡ୍‌ ସର୍କୁଲେଟୋରି ମେଶିନ’ (ବିସିଏମ୍‌) ନାମରେ ନାମିତ କରାଯାଇଛି। ଉକ୍ତ ପ୍ରସ୍ତୁତକାରୀ କମ୍ପାନୀ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଯଦି ଜଣେ ବ୍ୟକ୍ତି ଏହି ସୋଫାକୁ ଅତିକମ୍‌ରେ ୧୫ ମିନିଟ୍‌ ବ୍ୟବହାର କରନ୍ତି ତେବେ ତାଙ୍କର ରକ୍ତ ସଞ୍ଚାଳନ ପୂର୍ବାପେକ୍ଷା ଆହୁରି ସକ୍ରିୟ ରହିଥାଏ। ଏହାର ଆଉ ଏକ ଉପକାରୀ ଗୁଣ ରହିଛି। ଡାଇବେଟିସ୍‌ ରୋଗୀ ମଧ୍ୟ ଏହାକୁ ବ୍ୟବହାର କରିପାରିବେ, ଯାହାଦ୍ୱାରା ସେମାନଙ୍କର ରକ୍ତରେ ସୁଗାର (ଶର୍କରା) ପରିମାଣ ସନ୍ତୁଳିତ ରହିପାରିବ। ଏହାକୁ ବ୍ୟବହାର କରିବା ପୂର୍ବରୁ ଏଥିପାଇଁ ଉଦ୍ଦିଷ୍ଟ ନିୟମାବଳୀକୁ ଭଲ ଭାବରେ ପଢ଼ି ବୁଝିନେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଏପରି କଲେ ଡାକ୍ତରଙ୍କୁ ଦେବାକୁ ପଡେ ନାହିଁ ଟଙ୍କା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଜୀବନର ମୂଲ୍ୟବୋଧ ବିଷୟରେ ଉଲ୍ଲେଖ କରିଥିବାବେଳେ ସୁସ୍ଥ ରହିବା ପାଇଁ ଅନେକ ପଦକ୍ଷେପ...

ହେଙ୍ଗୁରେ ରହିଛି ଏସବୁ ଉପକାରୀ ଗୁଣ

ଏକ ରିପୋର୍ଟରୁ ପ୍ରକାଶ, ଭାରତରେ ପ୍ରତି ୫ ଜଣରେ ଜଣେ ରକ୍ତଚାପର ଶିକାର ହୋଇଥାନ୍ତି। ରକ୍ତଚାପ ବଢ଼ିଲେ ଅନ୍ୟ ରୋଗ ଆଶଙ୍କା ମଧ୍ୟ ବଢ଼ିଯାଇଥାଏ। ତେଣୁ...

ମସ୍ତିଷ୍କକୁ ସକ୍ରିୟ କରେ ମନ ପସନ୍ଦର ସଙ୍ଗୀତ

ଭାରାକ୍ରାନ୍ତ ମନକୁ ହାଲକା କରିବା ପାଇଁ ଅନେକେ ଗୀତ ଶୁଣିଥାଆନ୍ତି। କେତେକେ ନିଜର ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ସେମାନଙ୍କର ମାନସିକତା ପ୍ରାୟ ସକାରାତ୍ମକ...

ମହୁସହ ନିଅନ୍ତୁ ଏସବୁ

ପ୍ରତିଦିନ ଖାଉଥିବା ଖାଦ୍ୟ ଶରୀର ପାଇଁ କେତେ ଉପକାରୀ ତାହା ସବୁବେଳେ ଜାଣି ରଖିବା ଭଲ । ସେଥିପାଇଁ କୁହାଯାଏ ନିତିଦିନିଆ ଖାଦ୍ୟ ପାନୀୟ ଉପରେ...

ହୃଦ୍‌ରୋଗ ଓ କ୍ୟାନସର ଦୂର କରେ ଅଶ୍ୱଗନ୍ଧା

ଅଶ୍ୱଗନ୍ଧାରେ ନାନା ଔଷଧୀୟ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ମଜଭୁତ କରିବାକୁ ଚାହୁଁଥିଲେ ଅଶ୍ବଗନ୍ଧା ବ୍ୟବହାର କରନ୍ତୁ। ଅଶ୍ୱଗନ୍ଧାର ଫଳ, ଫୁଲ...

ମି ଟାଇମ୍‌

ଦୈନନ୍ଦିନ କାର୍ଯ୍ୟବ୍ୟସ୍ତତା ଭିତରେ ସମସ୍ତଙ୍କୁ କିଛି ସମୟ ନିଜ ପାଇଁ ବାହାର କରିବା ଜରୁରୀ। କାରଣ ବର୍ତ୍ତମାନ ଅଧିକାଂଶ ଯୁବତୀଯୁବକ ସମୟର ଆବଶ୍ୟକତାରେ ଏତେମାତ୍ରାରେ ଜଡ଼ିତ...

ପିଲାଙ୍କୁ ଶିଖାନ୍ତୁ…

ଛୋଟ ପିଲାମାନେ କୋମଳମତି । କେତେକ ବିଷୟ ପ୍ରତି ଯଦି ସେମାନେ ପିଲାଟି ଦିନରୁ ସଚେତନ ହେବେ ତେବେ ତାହା ସେମାନଙ୍କ ଭବିଷ୍ୟତ ପାଇଁ ବେଶ୍‌...

ସପ୍ତାହରେ ଥରେ କରନ୍ତୁ ଉପବାସ ମିଳିବ ଏସବୁ ଲାଭ…

ବିଭିନ୍ନ ପର୍ବ ପର୍ବାଣିରେ ମହିଳାମାନେ ଉପବାସ ରଖିଥାନ୍ତି । ସାଧାରଣତଃ ଉପବାସକୁ ଶ୍ରଦ୍ଧା ଓ ଭକ୍ତି ଭାବ ସହ ଯୋଡା ଯାଇଥାଏ । କିଛି ଲୋକ...

Advertisement
Archives

Model This Week