ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ଗୁରୁବାର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଛାତ୍ରୀଛାତ୍ରମାନେ ରାଖୀ ଗୀତ ବୋଲିବା ପରେ ପରସ୍ପରକୁ ରାଖୀ ବାନ୍ଧି ମିଠା ଖୁଆଇଥିଲେ। ଶିକ୍ଷୟିତ୍ରୀଙ୍କ ମଧ୍ୟରେ ପ୍ରିୟଙ୍କା, ଗାୟତ୍ରୀ, ଝିନି, ସନ୍ଧ୍ୟା ପ୍ରମୁଖ ସହଯୋଗ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All

କୁହିଡ଼ି ପାଇଁ କାର୍ ଓଲଟି ୬ ଆହତ
କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ...

ଭୋଟ ବାକ୍ସ ନେଇ ପଳାଇଲେ ଦୁର୍ବୃତ୍ତ
ଜଗତସିଂହପୁର ଅଫିସ,୧୮ା୨: ଜଗତସିଂହପୁର ସଦର ପଟସରାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ପଟସରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ନମ୍ବର ବୁଥ୍ରେ ଭୋଟ୍ ବାକ୍ସ ଭଙ୍ଗାରୁଜା...

ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଲୁଟେରା
ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍ଡାଉନ ଘୋଷଣା କରାଯାଇଛି। ଏହାର...

କାର୍ଯ୍ୟକ୍ଷମ ପୂର୍ବରୁ ପରିତ୍ୟକ୍ତ
ମାଧପୁର,୨୫।୫ ଲୋକେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ନିମନ୍ତେ ସରକାରୀ ଅର୍ଥ ଖର୍ଚ୍ଚ ହେଲା। ନିର୍ମାଣ ହେଲା ଗୋଷ୍ଠୀ ଶୌଚାଳୟ। ହେଲେ ବର୍ଷେ ତଳୁ ନିର୍ମାଣ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୪ ଲକ୍ଷ ୩ ହଜାର ଟଙ୍କା ସହାୟତା ପ୍ରଦାନ କଲା ଚନ୍ଦାହାଣ୍ଡି ଶିକ୍ଷା ବିଭାଗ
ଚନ୍ଦାହାଣ୍ଡି,୧୮ା୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ବିଇଓ ଭଜନଲାଲ ମାଝିଙ୍କ ନେତୃତ୍ୱରେ ବ୍ଲକର ଏଲିମେଣ୍ଟାରୀ ଶିକ୍ଷକ ସଂଘର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀ, ବିଇଓ କାର୍ଯ୍ୟାଳୟର...

ଅଧ୍ୟାପକଙ୍କୁ କରୋନା: ୩ ଦିନ କଲେଜ ବନ୍ଦ
ବୁଗୁଡ଼ା,୩ା୪: ବୁଗୁଡ଼ା ବ୍ଲକ ବାଲିପଦର ଆଞ୍ଚଳିକ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ମହାବିଦ୍ୟାଳୟକୁ ଶନିବାରଠାରୁ ୩ ଦିନ ପାଇଁ ବନ୍ଦ...

ମହିଳାଙ୍କୁ କଚାଡ଼ି ଦେଲା ଦନ୍ତା
କଣ୍ଟାମାଳ,୧୦ା୪(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତର ଡୁମାଳପଖାଳ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଖବର ପାଇ ରବିବାର...

ବନ୍ୟଜନ୍ତୁ ଶିକାର ପାଇଁ ବୁଲୁଥିଲେ ଜଙ୍ଗଲରେ, ୨ ଗିରଫ
ଭଞ୍ଜନଗର,୨ା୯(ଡି.ଏନ୍.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ସଂରକ୍ଷିତ ଜଙ୍ଗଲରୁ ବୁଧବାର ରାତିରେ ବନ ବିଭାଗ କର୍ମଚାରୀ ବନ୍ଧୁକ ସହ ୨ ଜଣ ଶିକାରୀଙ୍କୁ...