ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

କଲମ୍ବୋ,୨୯।୪: କଥାରେ ଅଛି ରଖେ ହରି ମାରେ କିଏ?। ଏହା ମୂଳ ଭାରତୀୟ ଦମ୍ପତ୍ତି ଅଭିନବ ଚାରି ଏବଂ ତାଙ୍କ ସ୍ତ୍ରୀ ନବରୂପ ଚାରିଙ୍କ ପାଇଁ ସତ୍ୟରେ ପରିଣତ ହୋଇଛି। ଏବେ ଅଭିନବ ଦୁବାଇରେ ରହୁଛନ୍ତି। ସେ ଶ୍ରୀଲଙ୍କାରେ ସିରିଜ୍‌ ବିସ୍ଫୋରଣ ସମୟରେ କଲମ୍ବୋର ସିନ୍‌ମୋନ୍‌ ଗ୍ରାଣ୍ଡ ହୋଟେଲରେ ରହିଥିଲେ। ଏହି ହୋଟେଲକୁ ମଧ୍ୟ ଟାଗେର୍ଟ କରାଯାଇଥିଲା। ଏହି ଦମ୍ପତ୍ତି ଠାକୁରଙ୍କ କୃପାରୁ ରକ୍ଷା ପାଇଥିଲେ। ୨୦୦୮ରେ ନଭେମ୍ବର ୨୬ରେ ହୋଇଥିବା ମୁମ୍ବାଇ ଆକ୍ରମଣ ସମୟରେ ଏହି ଦମ୍ପତ୍ତିଙ୍କର ମଧ୍ୟ କୌଣସି କ୍ଷତି ହୋଇ ନ ଥିଲା। ସେମାନେ ପ୍ରଥମଥର ଦୁବାଇରୁ ୨୦୦୮ରେ ମୁମ୍ବାଇ ଆସିଥିବା ସମୟରେ ଏଭଳି ଘଟଣା ଦେଖିଥିବାବେଳେ ଦ୍ୱିତୀୟ ଥର ୨୦୧୯ରେ କଲମ୍ବୋ ବ୍ୟବସାୟିକ ଯାତ୍ରାରେ ଆସି ଅନୁରୂପ ସ୍ଥିତିର ସମ୍ମୁଖୀନ ହୋଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

୩ ବର୍ଷ ପାଇଁ ଏଚ୍‌-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍‌ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍‌ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍‌-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

Social Media Ban: ୧୫ ବର୍ଷରୁ କମ ବୟସର ପିଲାମାନେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ, ସଂସଦରେ ବିଲ ଗୃହୀତ

ପ୍ୟାରିସ,୨୪।୭: ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ନେତୃତ୍ୱରେ, ବିଶ୍ୱର ସବୁଠାରୁ ଆଧୁନିକ ରାଷ୍ଟ୍ରଗୁଡ଼ିକ ମଧ୍ୟରୁ ଗୋଟିଏ ଫ୍ରାନ୍ସର ସଂସଦ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସଂସଦ ୧୫ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri