ରଙ୍ଗ୍‌ ଡ୍ରାଇଭିଂ କଲେ ଚକା ଲିକ !

ଭୁବନେଶ୍ୱର,୫।୧(ବ୍ୟୁରୋ): ରାସ୍ତାରେ ରଙ୍ଗ୍‌ ଡ୍ରାଇଭିଂକୁ ରୋକିବା ପାଇଁ ଲାଗିବ ସ୍ପାଇକ୍‌ ବ୍ୟାରିଅର। ଏ ନେଇ କମିଶନରେଟ ପୋଲିସ ନିଷ୍ପତ୍ତି ନେଇଛି। କଟକ ଓ ଭୁବନେଶ୍ୱରର ୨୪୨ଟି ସ୍ଥାନରେ ରଙ୍ଗ୍‌ ଡ୍ରାଇଭିଂ ପଏଣ୍ଟ ରହିଛି। ସେଥିମଧ୍ୟରୁ ଦ୍ୱେତନଗରୀର ୩୨ଟି ସ୍ପର୍ଶକାତର ସ୍ଥାନ ଚିହ୍ନଟ ହୋଇଛି। ପ୍ରଥମେ ଗୋଟିଏ ସ୍ଥାନରେ ପରୀକ୍ଷାମୂଳକ ଭାବେ ସ୍ପାଇକ୍‌ ବ୍ୟାରିଅର ଲଗାଯିବ। ପରେ ଅନ୍ୟ ସମସ୍ତ ସ୍ଥାନରେ ଏହା ଲଗାଯିବ। ପୂର୍ବରୁ ପୁଣେ, ହାଇଦ୍ରାବା ଓ ନୋଏଡ଼ାରେ ସ୍ପାଇକ୍‌ ବ୍ୟାରିଅର ଲାଗିଥିବାର ନଜିର ରହିଛି ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ରିରେ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା ଶୁଭାରମ୍ଭ ହୋଇଛି। ଏହି ନୂଆ ଫାସିଲିଟି ଦ୍ୱାରା ହସ୍ପିଟାଲ ପରିସରରେ ଏକ...

ରାଜ୍‌ଗୋପାଳ ମିଶ୍ର ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’

ଭୁବନେଶ୍ୱର(ବ୍ୟୁରୋ),୨ା୯: ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ।...

ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ଲୋକାର୍ପିତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସଲାମ ଜୀବନ ପକ୍ଷରୁ ଶୁକ୍ରବାର ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ‘ବ୍ରେଲ୍‌ କମ୍ୟୁନିକ୍‌’ ଲୋକାର୍ପିତ ହୋଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ...

ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି

ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍‌ଓଜି ଯବାନ...

ଆଜି ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଶୁକ୍ରବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ନେଇ ଗୁରୁବାର...

ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍‌ଏଫ୍‌ରେ କାର୍ଯ୍ୟରତ ଯବାନ ଏମ୍‌ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର...

ରାଜ୍ୟରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ କ୍ୱାରାଣ୍ଟାଇନ୍‌ରୁ...

ଗଞ୍ଜାମରେ ସକାଳ ୭ ରୁ ଅପରାହ୍ନ ୨ଟା ଯାଏ ଖୋଲିବ ବ୍ୟାଙ୍କ: ଜିଲାପାଳ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଥିବା ସମସ୍ତ ବ୍ୟାଙ୍କ ସକାଳ ୭ ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏ ନେଇ ଜିଲାପାଳ ବିଜୟ...

Advertisement
Archives

Model This Week