ରଙ୍ଗ ଖେଳି ବୁଗାଳି ଡ୍ୟାମରେ ଗାଧୋଉଥିବା ବେଳେ ଯୁବକ ମୃତ

ସଜନାଗଡ, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ନୀଳଗିରି ବ୍ଲକ ଅଧୀନ ଶିଆଡିମାଳ ପଞ୍ଚାୟତ ସୀତାପତିପୁର ଗ୍ରାମର ବୁଗାଳି ଡ୍ୟାମରେ ମଙ୍ଗଳବାର ମଧ୍ୟାହ୍ନରେ ନିଶିକାନ୍ତ ସାଏବାବୁ ଗାଧୋଉଥିବା ବେଳେ ନିଖୋଜ ହୋଇଯାଇଥିଲେ। ନୀଳଗିରି ଓ ବାଲେଶ୍ୱରରୁ ଅଗ୍ନିଶମ ବିଭାଗ ପହଞ୍ଚତ୍ ଖୋଜାଖୋଜି କରିଥିଲେ। ଉପଜିଲାପାଳ ହରିଶଚନ୍ଦ୍ର ଜେନା, ବିଧାୟକ ସୁକାନ୍ତ କୁମାର ନାୟକ ମଧ୍ୟ ପହଞ୍ଚିଥିଲେ। ନିଖୋଜ ହେବାର ୫ ଘଣ୍ଟା ପରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ଛାତ୍ରୀ ମୃତ୍ୟୁ ଘଟଣା: ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଆଦେଶ

କେନ୍ଦୁଝର,୨୨ା୪(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ୧ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଛାତ୍ରୀ ତପସ୍ବିନୀ ହେମ୍ବ୍ରମଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପାଇଁ ଜାତୀୟ...

ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା...

ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର: ଯୁବକ ଗିରଫ

କୋରୁକୋଣ୍ଡା ୧୫।୧୦(ଡି.ଏନ.ଏ): ବିବାହର ମିଛ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। କୋରାପୁଟ ଜିଲାର ଦୋରାଗୁଡା ଗ୍ରାମର ନିରଞ୍ଜନ ଗରଡା(୨୨)...

ମନ୍ଦିର କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବଡ଼ଶାସନଠାରେ ଥିବା ବାଲୁଙ୍କେଶ ମହେଶ ମନ୍ଦିରରେ କାମ କରୁଥିବା ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ...

୩ ଜଣଙ୍କୁ ଉଠାଇନେଲା ବନ ବିଭାଗ: ପ୍ରତିବାଦରେ ହିନ୍ଦୋଳ-ଅନୁଗୋଳ ରାସ୍ତା ଅବରୋଧ

ହିନ୍ଦୋଳ,୧।୭(ଡି.ଏନ୍‌.ଏ.): ଗାଁର ୩ଜଣ ବ୍ୟକ୍ତିଙ୍କୁ ବନ ବିଭାଗ ଉଠାଇ ନେଇଥିବା ପ୍ରତିବାଦରେ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଉଁଶପୋଖରୀ କର୍ଣ୍ଣପୁର ବନାଞ୍ଚଳ ବିଟ୍‌ଠାରେ ଶୁକ୍ରବାର ଗ୍ରାମବାସୀଙ୍କ...

ପୁଇଗୁଡ଼ା ଘାଟିରେ ଓଲଟିଲା ଅଟୋ, ୮ ଆହତ

ଦାରିଙ୍ଗବାଡ଼ି,୨୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୁଇଗୁଡ଼ା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ...

‘ଟେକି ନେଇ ହାତ, ଗୋଡ଼ ଭାଙ୍ଗିଦେବୁ’

ହିଞ୍ଜିଳିକାଟୁ,୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଡାକ ବିଶ୍ବାଳଙ୍କୁ ଗାଁର ୨ଜଣ ଯୁବକ ଧମକ ଦେଇଥିବା ନେଇ ଥାନାରେ ଅଭିଯୋଗ...

ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ...

Advertisement
Archives

Model This Week