Posted inଜାତୀୟ

ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୪।୬: ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ରଜ ପର୍ବ ସମାଜରେ ଆନନ୍ଦ ଓ ଭାତୃତ୍ୱ ଭାବନାକୁ ସୁଦୃଢ଼ କରୁ। ଏହା ସହିତ ସେ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ...

ବହାଦୁରଗଡ଼ରେ ଭୟାବହ ଅଗ୍ନିକାଣ୍ଡ: କେମିକାଲ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ନିକଟସ୍ଥ ବହାଦୁରଗଡ଼ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଆହତ ହୋଇଥିବା...

ଜଗନ୍ନାଥ ମିଶ୍ରଙ୍କ ପରଲୋକରେ ୩ ଦିନ ଶୋକ ଘୋଷଣା କଲେ ନୀତୀଶ

ପାଟନା,୧୯।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏହାସହ ରାଜ୍ୟରେ ୩ ଦିନିଆ ଶୋକ...

କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି

ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର...

ମୋତେ ଇର୍ଷା କରୁଛନ୍ତି ମୋଦି, କାହିଁକି ଏମିତି କହିଲେ ଦିଦି

କୋଲକାତା,୨୬।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରୋମ ଯିବାକୁ କେନ୍ଦ୍ର ତରଫରୁ ଅନୁମତି ନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଦିଦି।...

ରାଜ୍ୟପାଳ ଭଗତ ସିଂଙ୍କୁ ଫେରାଇ ନେବାକୁ କେନ୍ଦ୍ରକୁ ଅନୁରୋଧ କଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୧୩ ।୨: ଶିବସେନା ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭାଜପା ଇସାରାରେ କାର୍ଯ୍ୟ କରୁଥିବା ଅଭିଯୋଗ ଆଣିଛି । ଏହାକୁ ନେଇ ମହାରାଷ୍ଟ୍ର ସରକାର...

ସାଇବର ଅପରାଧୀଙ୍କ ଅସ୍ତ୍ର ହୋଇପାରେ ‘ଜୁମ୍‌’ ଆପ୍‌

ନୂଆଦିଲ୍ଲୀ, ୧୪ା୪: କରୋନା ଭାଇରସ୍‌ ଯୋଗୁ ଏବେ ବିଶ୍ୱର ପ୍ରାୟ ସବୁଠି ଲକ୍‌ଡାଉନ ସ୍ଥିତି। ବହୁ କମ୍ପାନୀ ଓ ଘରୋଇ ସଂସ୍ଥା ନିଜର କର୍ମଚାରୀଙ୍କୁ ଘରେ...

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍‌ଆଇଏ

କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା...

Advertisement


Archives

Model This Week