Posted inରାଜ୍ୟ

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବାର ଏହା ହେଉଛି ଆମର ଅନନ୍ୟ ପରମ୍ପରା। ଆସନ୍ତୁ କୋଭିଡ-୧୯ର ସମସ୍ତ ନିୟମକୁ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ବତନ୍ତ୍ର କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?