ରଜ ପରେ ବାହାରିକ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ। ୧୭ କିମ୍ବା ୧୮ ତାରିଖ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ଜୁନ୍‌ ୩ ତାରିଖରେ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ...

ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ...

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା...

ନାବାଳିକାଙ୍କୁ ଗର୍ଭବତୀ କଲେ ବଡ଼ ଭଉଣୀଙ୍କ ଦିଅର

ଜୟପୁର, ୧୦ା୧୨(ନି.ପ୍ର.): ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଇ ଗର୍ଭବତୀ କରିଥିବା ନେଇ କୋରାପୁଟ ଜିଲା ଜୟପୁର ମହିଳା ଥାନା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି...

ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରେ ବିଜେଡି ଦେବ ସମ୍ବର୍ଦ୍ଧନା

ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ...

ବାଘଛାଲ ଜବତ: ଜଣେ ଗିଣଫ

  ଭୁବନେଶ୍ୱର,୫।୧୧(ବ୍ୟୁରୋ): ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ ଧରାପଡ଼ିଛନ୍ତି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଭାଗବତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରୁ...

ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ...

ଶିଶୁପୁତ୍ର କାଳିଆ ମୃତ୍ୟୁ ମାମଲା: ଗିରଫ ହେଲେ ସମ୍ପର୍କୀୟ ଖୁଡ଼ୀ

ଢେଙ୍କାନାଳ ଅଫିସ, ୧୮।୧୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଝଙ୍କିରା ଗ୍ରାମରେ ଚନ୍ଦନ ସାହୁଙ୍କ ୩ ବର୍ଷର ଶିଶୁପୁତ୍ର କାଳିଆ ଓରଫ ଆୟୁଷ ସାହୁ ହତ୍ୟା...

Advertisement
Archives

Model This Week