ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ

କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ ପକ୍ଷରୁ ବାତିଲ କରାଯାଇଛି। ତେବେ ଆଉ ୭ଦିନ ପରେ ରଜପର୍ବ। କେନ୍ଦୁଝର ସଦର ବ୍ଲକ ରାଇସୁଆଁ ଗ୍ରାମରେ ଦୋଳି ପ୍ରସ୍ତୁତ କରିବାରେ ଲୋକେ ଲାଗିପଡ଼ିଛନ୍ତି। କେନ୍ଦୁଝର ଗ୍ରାମାଞ୍ଚଳଗୁଡ଼ିକରେ ରଜ ପାଇଁ ଦୋଳି ପ୍ରସ୍ତୁତ ଚାଲିଛି। ଏହି ପର୍ବରେ ନୂଆ ପୋଷାକ ପିଠାପଣା ମାଛ ମାଂସ ଆଦି ନାନାଦି ପ୍ରକାର ଖାଦ୍ୟ ଘରେ ଘରେ ପ୍ରସ୍ତୁତ ହୋଇଥାଏ। ଦୋଳିରେ ବସି ମହିଳାମାନେ ବିଭିନ୍ନ ପ୍ରକାର ଗୀତ ବୋଲି ରଜ ପାଳନ କରିଥାନ୍ତି। ଚଳଚଞ୍ଚଳ ହୋଇଉଠେ ଗଁା ଦାଣ୍ତ। କରୋନା ପ୍ରକୋପ ଯୋଗୁ ଲୋକମାନେ ବହୁ କ୍ଷତିରେ ଅଛନ୍ତି। କାମଧନ୍ଦା ଆଦି ବନ୍ଦ ହୋଇଯିବାରୁ ରୋଜଗାର ପନ୍ଥା ଅଟକିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ପୋଲିସକୁ ରିପୋର୍ଟ ଦେଲେ ଡିସିପିଓ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ)...

ପୋଲିସ ଗାଡ଼ି ଧକ୍କାରେ ମହିଳାଙ୍କ ଜୀବନ ଚାଲିଗଲା

କୋକସରା,୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ଶୁକ୍ରବାର ପୋଲିସ ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ

ନିମାପଡ଼ା,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ,...

ବୁଡ଼ିଲା ଡଙ୍ଗା: ୩ ମହିଳାଙ୍କ ସହ ଜଣେ ଶିଶୁ ନିଖୋଜ

କୋରାପୁଟ,୧୩।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଲିଗୁଡ଼ା ଥାନା ଅଧୀନ ରାଜପୁଟ ପଞ୍ଚାୟତ ପୋଡ଼ଗଡ଼ ଡଙ୍ଗାଘାଟ କୋଲାବ ଜଳଭଣ୍ଡାରରେ ଗୁରୁବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଏକ ଦେଶୀ...

ଦାରିଙ୍ଗବାଡ଼ି ବ୍ଲକରେ ଦଶହରା ପାଳିତ

ଦାରିଙ୍ଗବାଡ଼ି,୨୫ା୧୦(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କରୋନା କଟକଣା ମଧ୍ୟରେ ପୂଜାର୍ଚ୍ଚନା କରାଯାଇଛି। ଦାରିଙ୍ଗବାଡ଼ିରେ ଷଷ୍ଠୀଠାରୁ...

୭ ଦିନ ମଧ୍ୟରେ ଜାଗା ଖାଲି କର

ରାଉରକେଲା,୯।୭(ସଙ୍ଗୀତା ଜେନା): ଉଦିତନଗରସ୍ଥିତ ରାଉରକେଲା ବିଏସ୍‌ଏନ୍‌ଏଲ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଆର୍‌ଏମ୍‌ସିର ଫୁଡ୍‌କୋର୍ଟ ଦୋକାନୀଙ୍କୁ ଜାଗା ଖାଲି କରିବାକୁ ନୋଟିସ ଦିଆଯାଇଛି। ଆରଏମସି ପତ୍ର ସଂଖ୍ୟା...

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ...

ନାଲ୍‌କୋ ସ୍ମେଲଟର ପୂର୍ବତନ ଜିଏମ୍‌ଙ୍କୁ ୨ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୭।୯-ନାଲ୍‌କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ...

Advertisement
Archives

Model This Week