
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରଜ ପର୍ବ ପାଇଁ ଜୁନ ୧୪ ଓ ୧୫ ତାରିଖ ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିବ। ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାବନ୍ଦ ରଖିବା ପାଇଁ ଅନୁରୋଧ କରାଯାଇଥିଲା। ଏ ନେଇ ଶୁକ୍ରବାର ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରଜ ପର୍ବ ପାଇଁ ଜୁନ ୧୪ ଓ ୧୫ ତାରିଖ ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିବ। ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାବନ୍ଦ ରଖିବା ପାଇଁ ଅନୁରୋଧ କରାଯାଇଥିଲା। ଏ ନେଇ ଶୁକ୍ରବାର ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।
ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା...
ବଲାଙ୍ଗୀର ଅଫିସ, ୬।୨- ବଲାଙ୍ଗୀର ଗସ୍ତରେ ଆସି ସ୍ଥାନୀୟ ଡିଆର୍ଡିଏ ସମ୍ମିଳନୀ କକ୍ଷରେ ରାଜ୍ୟ ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସାଇଁ...
ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ...
ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ...
ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ...
ବ୍ରହ୍ମଗିରି,୧୬ା୯(ଡି.ଏନ୍.ଏ.) : ବହୁ ପରିଶ୍ରମ ପରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସ କୂଳରେ ଲାଗିଥିବା ମାଲେସିଆ ଜାହାଜ ଜିନ୍ ହ୍ବା କୂଳ ଛାଡ଼ିଛି। ଏହାକୁ...
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ କ୍ୟାପିଟାଲ...
ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ...