ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ମନ୍ଦିର ଭକ୍ତମୟ

ଆରଡ଼ି, ୧୫।୬(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ରଜ ସଂକ୍ରାନ୍ତି ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଶନିବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯିବା ପରେ ଶ୍ରଦ୍ଧାଳୁମାନଙ୍କ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ଲାଗି ଭିଡ଼ ଲାଗିଛି। ଭକ୍ତମାନେ ଧାଡ଼ିରେ ଆସି ଶୃଙ୍ଖଳାର ସହ ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଜିଲା ତଥା ଜିଲା ବାହାରୁ ହଜାର ହଜାର ସଂଖ୍ୟାରେ ଭକ୍ତ ପୀଠକୁ ଆଗମନ କରୁଛନ୍ତି। ପୀଠରେ ପ୍ରବଳ ଭିଡ଼ ହୋଇଥିଲେ ବି ମନ୍ଦିର ଓ ପୋଲିସ ପ୍ରଶାସନ ପକ୍ଷରୁ ସେମିତି କିଛି ଆଖିଦୃଶିଆ ପଦକ୍ଷେପ ନିଆଯାଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଛାଡ଼ିଯାଉନି ଦନ୍ତା

ରୂପସା, ୩।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ଏକ ଦନ୍ତା ତାଣ୍ଡବ ରଚିଛି। ଶୁକ୍ରବାର ଏହି ହାତୀ...

ବିଦ୍ୟୁତ୍‌ ଆଘାତରେ ହେଲ୍‌ପର ମୃତ, ଡ୍ରାଇଭର ଗୁରୁତର

ବାସୁଦେବପୁର, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ହାବେଳିସାହୀ ନିକଟରେ ଗୁରୁବାର ରାତିରେ ଏକ ଟ୍ରକ୍‌ରୁ ବାଲି ଅନ୍‌ଲୋଡ଼ ହେଉଥିଲା। ଏହି ସମୟରେ ନିକଟଦେଇ ଯାଇଥିବା...

ଭିତରେ ଛାତ୍ରୀଛାତ୍ର, ବାହାରେ ଶିକ୍ଷୟିତ୍ରୀଶିକ୍ଷକ

ଭୋଗରାଇ, ୪।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ଉନ୍ନୀତ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ବଦଳି ପ୍ରତିବାଦରେ ଶୁକ୍ରବାରଠାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଦ୍ୱାରା...

ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ...

ସଞ୍ଜ ନଇଁଲେ ଅନ୍ଧାରର ରାଜୁତି

ବାଲେଶ୍ୱର ଅଫିସ, ୧୩ା୬(ମାନସ ବିଶ୍ୱାଳ)-ବାଲେଶ୍ୱର ସଦର ବ୍ଲକ ପରୀଖି ପଞ୍ଚାୟତ କୁଡ଼ିପାହି ଗ୍ରାମରେ ବସବାସ କରୁଥିବା ୪୦ରୁ ଊର୍ଦ୍ଧ୍ୱ ଗରିବ ପରିବାର ଏଯାଏ ବିଦ୍ୟୁତ୍‌ ଆଲୋକ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ...

କରତକଳ ଉପରେ ବନବିଭାଗର ଚଢ଼ାଉ

ଜଳେଶ୍ୱର,୨୦।୧୨(ଡି.ଏନ୍‌.ଏ.) : ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ବର୍ତ୍ତନା ଗ୍ରାମରେ ଥିବା ବେଆଇନ କରତକଳ ଉପରେ ଶୁକ୍ରବାର ବନବିଭାଗର ଏସିଏଫ୍‌ ସମୀର କୁମାର ସାହୁ,...

ଯୁବକଙ୍କ ଉନ୍ମତ୍ତକାଣ୍ଡ ବିଡିଓଙ୍କ ଗାଡ଼ି ଭାଙ୍ଗି ପୋଲିସକୁ ପିଟିଲେ

ସଜନାଗଡ଼,୨୫।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ସେହିବାଟ ଦେଇ ଯାଉଥିବା ବିଡିଓଙ୍କ ସରକାରୀ ଗାଡିକୁ ସେ ଭଙ୍ଗାରୁଜା...

Advertisement
Archives

Model This Week