ରଞ୍ଜିତାଙ୍କୁ ଦୁଇଟି ପଦକ

ବ୍ରହ୍ମପୁର ଅଫିସ୍‌,୨୨ା୪- ପୁନେର ଚାକନ୍‌ଠାରେ ବିଲିଭ୍‌ ଫିଟନେସ୍‌ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ ଶ୍ରେଷ୍ଠ ଲିଫଟର୍‌ ଭାବେ ସ୍ବର୍ଣ୍ଣ ପଦକ ଏବଂ ଡେଡ୍‌ ଲିଫ୍ଟିଂ ପାଇଁ ରୌପ୍ୟ ପଦକ ଜିଣିଛନ୍ତି। ସେ ସ୍କ୍ବାଟ୍ସରେ ୧୩୦କିଲୋ, ବେଞ୍ଚ୍‌ରେ ୬୫କିଲୋ ଏବଂ ଡେଡ୍‌ ଲିଫ୍‌ଟରେ ୧୫୦କିଲୋ ଓଜନ ଉଠାଇ ଏହି ସଫଳତା ହାସଲ କରିଛନ୍ତି। ବ୍ରହ୍ମପୁର ଗାନ୍ଧୀ ନଗର ନିବାସୀ ଜଗନ ମୋହନ ମହାପାତ୍ର ଏବଂ ବିଜୟ ଲକ୍ଷ୍ମୀ ମହାପାତ୍ରଙ୍କ ଝିଅ ରଞ୍ଜିତା ସମ୍ପ୍ରତ୍ତିି ମୁମ୍ବାଇରେ ରହୁଛନ୍ତି । ତାଙ୍କ ସ୍ବାମୀ ସୁବାସ ମିଶ୍ରଙ୍କ ପ୍ରୋତ୍ସାହନ ଏବଂ କୋଚ୍‌ ସି. ରଘୁନାଥଙ୍କ ଯୋଗୁ ଏହି ସଫଳତା ମିଳିଛି ବୋଲି ରଞ୍ଜିତା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ...

ଭେଣ୍ଡିଂ ଜୋନ୍‌ରେ ବ୍ୟବସାୟ କରିବାକୁ ବେପାରୀଙ୍କୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୪।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପରିବା ବଜାରରେ ରାସ୍ତାକଡ଼ ଓ ଡ୍ରେନ୍‌ ଉପରେ ବ୍ୟବସାୟ କରୁଥିବା ବେପାରୀଙ୍କୁ ନିକଟରେ ଥିବା ଭେଣ୍ଡିଂ ଜୋନରେ ବ୍ୟବସାୟ କରିବାକୁ ପୌର...

ଦିଗପହଣ୍ଡିରେ ଜବରଦଖଲ ଉଚ୍ଛେଦ: ଚାପା ଉତ୍ତେଜନା

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ପ୍ରଶାସନ ପକ୍ଷରୁ ଗୁରୁବାର ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ମୁଖ୍ୟରାସ୍ତାର ଉଭୟ ପାର୍ଶ୍ୱରେ ଥିବା...

ନାବାଳିକାଙ୍କୁ ଅସଦାଚରଣ ପ୍ରତିବାଦରେ ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତାଳପଡ଼ା ଗ୍ରାମର ନୀଳମଣି ପାଇକଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ଥାନା...

ଘର ବାରଣ୍ଡାରେ ରଖିଥିଲେ ପଲସର: ଆଉ ତା’ପରେ ଘଟିଲା…

ଦିଗପହଣ୍ଡି, ୪।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ରାଜନଗର ମେଇନ ରୋଡ଼ ବାସିନ୍ଦା ଜିତୁ ପଣ୍ଡା ନିଜ...

ପିଇଓ ଆତ୍ମସାତ୍‌ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ

ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ...

RTO ଅଫିସକୁ ଗାଡି ଲାଇସେନ୍ସ ପାଇଁ ଆସିଥିଲେ, ବାପାଙ୍କ ଆଖି ସାମ୍ନାରେ ଝିଅକୁ ଚାପିଦେଲା ଟ୍ରକ୍‌

ଛତ୍ରପୁର,୪ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ଡିଆରଡିଏ ଛକ ନିକଟରେ ସଡ଼କ ଦୁର୍ଘଟଣା ଜଣଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା...

ପାଚେରୀକୁ ଧକ୍କା ଦେଇ କାର୍‌ ଗୁଣ୍ଡ: ଦ୍ରୁତଗତି, ମଦୁଆଙ୍କ ପାଇଁ ଭଞ୍ଜନଗରରେ ବଢୁଛି ଦୁର୍ଘଟଣା

ଭଞ୍ଜନଗର,୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାରେ ବୁଧବାର ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦ୍ରୁତଗତି କିମ୍ବା ଅନ୍ୟ କୌଣସି କାରଣରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri