Posted inଖେଳ

ରଣଜୀ ଟ୍ରଫି କ୍ୱାର୍ଟରଫାଇନାଲରେ ବ୍ୟବହାର ହେବ ନାହିଁ ଡିଆରଏସ୍‌

ନୂଆଦିଲ୍ଲୀ,୧୮।୨- ରଣଜୀ ଟ୍ରଫି ନକଆଉଟ୍‌ରେ ସୀମିତ ଡିଆରଏସ୍‌ ବ୍ୟବହାର କରାଯିବ। ଫଳରେ କ୍ୱାର୍ଟର ଫାଇନାଲର କୌଣସି ମ୍ୟାଚ୍‌ ଡିଆରଏସ୍‌ ବ୍ୟବହାର ହେବ ନାହିଁ। କିନ୍ତୁ ଏହା ସେମିଫାଇନାଲ ଓ ଫାଇନାଲ ପାଇଁ ଉପଲବ୍ଧ ହେବ। ଏ ନେଇ ବିସିସିଆଇ ଜେନାରାଲ ମ୍ୟାନେଜର (ଅପରେଶନ୍ସ) ସବା କରିମ କହିଛନ୍ତି। ୪ କ୍ୱାର୍ଟର ଫାଇନାଲ ମଧ୍ୟରୁ କେବଳ ଦୁଇଟି ମ୍ୟାଚ୍‌ର ସିଧାପ୍ରସାରଣ କରାଯିବ। ଏଣୁ କ୍ୱାର୍ଟର ଫାଇନାଲରେ ଡିଆରଏସ୍‌ ବ୍ୟବହାର କରାଯିବ ନାହିଁ ସେ କହିଛନ୍ତି। ୨୦୧୮-୧୯ ସିଜନରେ ଅମ୍ପାୟରମାନେ ବହୁ ପରିମାଣରେ ତ୍ରୁଟି କରିଥିଲେ। ଏଥିଯୋଗୁ ଗତବର୍ଷ ଜୁନରେ ପ୍ରଶାସକ କମିଟି (ସିଓଏ) ଡିଆରଏସ୍‌ର ସୀମିତ ବ୍ୟବହାରକୁ ମଞ୍ଜୁର ଦେଇଥିଲେ। ଉଲ୍ଲେଖଯୋଗ୍ୟ, କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଓଡ଼ିଶା ଓ ବେଙ୍ଗଲ ମ୍ୟାଚ୍‌ ଏବଂ ଗୁଜରାଟ-ଗୋଆ ମ୍ୟାଚ୍‌ ହଟଷ୍ଟାର ଓ ଷ୍ଟାର ସ୍ପୋଟର୍‌ସ ଚ୍ୟାନେଲରେ ସିଧାପ୍ରସାରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆ ଦଳକୁ ସ୍ମିଥ୍‌ଙ୍କ ପ୍ରତ୍ୟାବର୍ତ୍ତନ

ମାଞ୍ଚେଷ୍ଟର, ୩।୯ (ଏପି)- ଘରୋଇ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଆଶେସ ସିରିଜର ୪ର୍ଥ ମ୍ୟାଚ୍‌ ଆରମ୍ଭ ହେବ।...

କୋହଲିଙ୍କ ଭବିଷ୍ୟତକୁ ନେଇ ସେହ୍ବାଗ କହିଲେ ବଡ଼ କଥା; ଟେଷ୍ଟ-ଦିନିକିଆରେ…

ନୂଆଦିଲ୍ଲୀ,୧୦।୧୧: ବିରାଟ କୋହଲିଙ୍କୁ ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକତ୍ୱ ଛାଡ଼ିବା ଉଚିତ ନୁହେଁ। ଏପରି କହିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ବିରେନ୍ଦ୍ର ସେହ୍ବାଗ। ଫେସବୁକ...

ଟି୨୦ ବିଶ୍ୱକପ୍‌: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ

ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

ଏଫଆଇଏଚ୍‌ ପ୍ରୋ ଲିଗ୍‌: ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ, ୫।୯(ପି.ଟି.)- ଏଫଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତୀୟ ପୁରୁଷ ହକି ଦଳ ଆସନ୍ତାବର୍ଷ ଜାନୁୟାରୀ୧୮ରେ ଏହାର ପ୍ରଥମ ମ୍ୟାଚ ଘରୋଇ ପରିବେଶରେ ଖେଳିବ। ଭାରତର ପ୍ରଥମ...

ପ୍ରଥମ ଟେଷ୍ଟ: ବ୍ୟାକ୍‌ଫୁଟ୍‌ରେ ଦକ୍ଷିଣ ଆଫ୍ରିକା

କରାଚୀ,୨୯।୧(ଏପି): ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ପାକିସ୍ତାନ ସୁବିଧାଜନକ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୬୯.୨ ଓଭରରେ ୨୨୦...

୧୦୭ ବର୍ଷ ପରେ କ୍ରିକେଟରେ ଏମିତି କାରନାମା କଲା ଇଂଲଣ୍ଡ

କଲମ୍ବୋ,୨୬।୧: ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ୨ଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ କ୍ଲିନ୍‌ସୁଇପ୍‌ କରିଛି ଇଂଲଣ୍ଡ ଦଳ। ଦଳର ଏହି ବିଜୟ ପରେ...

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ମୁମ୍ବାଇ,୯।୫ : ଆଇପିଏଲ ୨୦୨୩ର ୫୪ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ରୟାଲ୍ସ ଚ୍ୟାଲେଞ୍ଜର ବାଙ୍ଗାଲୋର(ଆରସିବି) ମଧ୍ୟରେ ମଙ୍ଗଳବାର ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ...

ହାର୍ଦ୍ଦିକଙ୍କ ଅସନ୍ତୋଷ ପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩୧।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ ରବିବାର ଇକାନା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ପ୍ରଶଂସକଙ୍କ ସହ ଉଭୟ ଟିମ୍‌ ଲାଗି...

Advertisement
Archives

Model This Week