Posted inଖେଳ

ରଣଜୀ ଟ୍ରଫି: ଧ୍ରୁବଙ୍କୁ ଦିଲ୍ଲୀର ନେତୃତ୍ୱ

ନୂଆଦିଲ୍ଲୀ, ୫।୧୨(ପି.ଟି.)- ୨୦୧୯-୨୦ ରଣଜୀ ଟ୍ରଫି ସେସନର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଦିଲ୍ଲୀ ଏକ ୧୫ ଜଣିଆ ଦଳ ଘୋଷଣା କରିଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଧ୍ରୁବ ସୋରେଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି। ସେହିପରି ବାମହାତୀ ବ୍ୟାଟ୍ସମ୍ୟାନ ନୀତୀଶ ରାଣା ତାଙ୍କ ଡେପୁଟି ନିଯୁକ୍ତ ହୋଇଛନ୍ତି। ଅଞ୍ଜୁ ରାଓ୍ବତ୍‌ ଓ୍ବିକେଟକିପର ଭାବେ ଦାୟିତ୍ୱ ତୁଲାଇବେ। ଦ୍ରୁତବୋଲର ନବଦୀପ ସଇନି ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି ବୋଲି ଦିଲ୍ଲୀ ଡିଷ୍ଟ୍ରିକ୍ସ କ୍ରିକେଟ ଆସୋସିଏଶନ (ଡିଡିସିଏ) ତରଫରୁ କୁହାଯାଇଛି। ଡିସେମ୍ବର ୯ରୁ ୧୨ ତାରିଖ ମଧ୍ୟରେ କେରଳ ବିପକ୍ଷରେ ଥୁମ୍ବାଠାରେ ଦିଲ୍ଲୀ ରଣଜୀ ଅଭିଯାନ ଆରମ୍ଭ କରିବ।
ଦିଲ୍ଲୀ ଦଳ: ଧ୍ରୁବ ଶୋରେ (ଅଧିନାୟକ), ନୀତୀଶ ରାଣା (ଉପ- ଅଧିନାୟକ), କୁନାଲ ଚାଣ୍ଡେଲ, ଅଞ୍ଜୁ ରାଓ୍ବତ, ଜଣ୍ଟି ସିଦ୍ଧୁ, ଲଲିତ ଯାଦବ, ଶିବମ୍‌ ଶର୍ମା, ଭିୟୁକାସ ମିଶ୍ର, ତେଜସ ବାରୋକା, ପ୍ରଦୀପ ସାଙ୍ଗଓ୍ବାନ, ନବଦୀପ ସଇନି, ପବନ ସୁୟାଲ, କୁନଓ୍ବାର ବିଧୁରୀ, ହିତେନ ଦଲାଲ ଓ ଶିବାଙ୍କ ବଶିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri