Posted inଖେଳ

ରଣଜୀ ଫାଇନାଲରେ ଖେଳିବେ ପୂଜାରା

ରାଜକୋଟ,୭।୩(ପି.ଟି.)- ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ସୌରାଷ୍ଟ ପକ୍ଷରୁ ବେଙ୍ଗଲ ବିପକ୍ଷ ରଣଜୀ ଫାଇନାଲରେ ଖେଳିବେ। ଏ ନେଇ ଶନିବାର ସ୍ପଷ୍ଟ ହୋଇଛି। ସୋମବାରଠାରୁ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଘରୋଇ କ୍ରିକେଟର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳାଯିବ। ପ୍ରଥମ ଥର ପାଇଁ ଏହି ଷ୍ଟାଡିୟମ ରଣଜୀ ଫାଇନାଲ ଆୟୋଜନ କରିବାକୁ ଯାଉଛି। ୭୭ ଟେଷ୍ଟ ଖେଳିଥିବା ପୂଜାରା ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜ୍‌ରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ମୋଟ ୪ ଇନିଂସରେ ସେ ୧୦୦ ରନ୍‌ କରିଥିଲେ। ଖ୍ରୀଷ୍ଟଚର୍ଚ୍ଚଠାରେ ୫୪ ରନ୍‌ର ଏକମାତ୍ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଜୟଦେବ ଉନାଡକଟଙ୍କ ନେତୃତ୍ୱରେ ଶନିବାର ଘୋଷିତ ୧୭ ଜଣିଆ ସୌରାଷ୍ଟ୍ର ଦଳରେ ପୂଜାରା ସ୍ଥାନ ପାଇଛନ୍ତି। ଗୁଜରାଟ ବିପକ୍ଷ ସେମିଫାଇନାଲ ଜିତିବା ପରେ ପୂଜାରାଙ୍କ ସହ ଯୋଗାଯୋଗରେ ଥିବା ଉନାଡକଟ କହିଥିଲେ। ଏସ୍‌ସିଏ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଫାଇନାଲରେ ଖେଳାଇବାକୁ ଇଚ୍ଛା ପ୍ରକାଶ କରିଥିଲା। କିନ୍ତୁ ବିସିସିଆଇ ଏହାକୁ ଅସ୍ବୀକାର କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri