ରଣବୀରଙ୍କୁ କପି କଲେ ହ୍ରିତିକ୍‌: ଦୁବାଇରେ ଗାମୁଛା ପିନ୍ଧି ବୁଲିଲେ

ବଲିଉଡ୍‌ ଅଭିନେତା ରଣବୀର ସିଂହ ନିଜ ଡ୍ରେସିଂ ଷ୍ଟାଇଲ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜ ପୋଷାକ ପାଇଁ ତାଙ୍କୁ ଅନେକ ସମୟରେ ଟ୍ରୋଲ ମଧ୍ୟ ହେବାକୁ ପଡ଼ିଛି। ଏବେ ରଣବୀରଙ୍କୁ ହ୍ରିତିକ୍‌ ରୋଶନ କପି କରିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ହ୍ରତିକ୍‌ ଦୁବାଇରେ ଅଛନ୍ତି। ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ହ୍ରତିକ୍‌ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ଲାଲ ରଙ୍ଗର ଏକ ସର୍ଟ ପିନ୍ଧିଥିବା ବେଳେ ଗାମୁଛାକୁ ଲୁଙ୍ଗି ପରି ପିନ୍ଧିଛନ୍ତି। ତାଙ୍କର ଗୋଟିଏ ଗୋଡ଼ରେ ପଟି ବନ୍ଧା ହୋଇଥିବା ଦେଖିବାକୁ ମିଳିଛି। ଫଟୋଟି ଶେୟାର କରିବା ସହ ସେ ଲେଖିଛନ୍ତି, ଫ୍ୟାଶନ ବିଷୟରେ ମୁଁ ରଣବୀର ସିଂହଙ୍କଠାରୁ ପ୍ରେରଣା ପାଇଛି। ହ୍ରିତିକ୍‌ଙ୍କ ଏହି ଫଟୋରେ ରଣବୀର ମଧ୍ୟ କମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟାନ୍ସ ମୋ ଫିଟ୍‌ନେସ୍‌ର ମନ୍ତ୍ର : ଭୂମିକା

ଶିଶୁ କଳାକାର ଭାବରେ ସେ ଓଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ହେଲେ ୟା’ ଭିତରେ ସେ ବେଶ୍‌ କେତୋଟି ସିନେମାରେ ଲିଡ୍‌ ଆକ୍ଟ୍ରେସ୍‌ ଭାବରେ ଅଭିନୟ କରି...

ଚିତ୍ରକାର ହେବାକୁ ଚାହୁଁଥିଲେ, ଫିଲ୍ମ ନିର୍ମାତା ହୋଇଗଲେ ପ୍ରକାଶ ଝା

ବଲିଉଡ୍‌ ଫିଲ୍ମ ନିର୍ମାତା ପ୍ରକାଶ ଝା ୨୭ ଫେବୃୟାରୀ ୧୯୫୨ରେ ବିହାରରେ ଜନ୍ମଗ୍ରହଣ କରିଥିଲେ। ସେ ଗଙ୍ଗା ଜଳ, ରାଜନୀତି ଏବଂ ସତ୍ୟଗ୍ରାହ ପରି ସୁପରହିଟ୍‌...

ଯାହାଙ୍କୁ ଗାଳି କରିଥିଲେ, ତାଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କାଜୋଲ ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଅଜୟ ଦେବଗନଙ୍କ ସହ ୪ ବର୍ଷର ସମ୍ପର୍କ ପରେ ସେ...

କଙ୍ଗନାଙ୍କ ପରି ଝିଅ ଚାହାନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନାୱତ କିଛି ନା କିଛି କାରଣ ପାଇଁ ଥାଆନ୍ତି ଚର୍ଚ୍ଚାରେ । ନିକଟରେ ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ସେ...

ବିବାହର ଗୋଟିଏ ଦିନ ପରେ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କଲେ ମୋନା

‘ଜସି ଜୈସି କୋଇ ନହିଁ’ ଟିଭି ସିରିୟଲର ଅଭିନେତ୍ରୀ ମୋନା ସିଂହ ଡିସେମ୍ବର ୨୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହର ଗୋଟିଏ ଦିନ ପରେ...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

‘ଭୁଲ ଭୁଲେୟା-୨’ର ଟ୍ରେଲର ରିଲିଜ୍‌

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଭୁଲ ଭୁଲେୟା-୨’ର ଟ୍ରେଲର ରିଲିଜ୍‌ ହୋଇଯାଇଛି। କାର୍ତ୍ତିକ ଆର୍ଯ୍ୟନ, କିଆରା ଆଡଭାନୀ ଏବଂ ତବୁ ଅଭିନୀତ ଏହି ଫିଲ୍ମଟି ଆସନ୍ତା ମେ’୨୦ରେ...

ଛବି ଖରାପ କରିବାକୁ ଚାଲିଛି ଷଡ଼ଯନ୍ତ୍ର: ଏକ ଫେସ୍‌ବୁକ ଆକାଉଣ୍ଟ ପେଜ୍‌ରେ…

କଟକ ଅଫିସ, ୨୬।୫: ଓଡ଼ିଆ ସିନେମା ଷ୍ଟାର ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ...

Advertisement
Archives

Model This Week