ରଣବୀର ସିଂ ମାନ୍ୟବରର ନୂଆ ବ୍ରାଣ୍ଡ ଆମ୍ବାସାଡର

ଭୁବନେଶ୍ୱର,୧୭-୧୦: ମାନ୍ୟବର ପକ୍ଷରୁ ବଲିଉଡ ଅଭିନେତା ରଣବୀର ସିଂଙ୍କୁ ଏହାର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଚୁକ୍ତି ମୁତାବକ ରଣବୀର କମ୍ପାନୀର ସଦ୍ୟତମ ପାର୍ବଣ କଲେକ୍ସନଗୁଡିକ ବିଭିନ୍ନ ମାଧ୍ୟମରେ ପ୍ରଚାର କରିବେ। କମ୍ପାନୀ ପ୍ରସ୍ତୁତ କରିଥିବା ଦିଓ୍ବାଲୀ ବାଲୀ ଫିଲିଂ କମର୍ସିଆଲରେ ରଣବୀର ନଜରକୁ ଆସିବେ। ମାନ୍ୟର ସହ ଯୋଡି ହୋଇ ଅତ୍ୟନ୍ତ ଖୁସି ବୋଲି ରଣବୀର କହିଛନ୍ତି। ଭାରତୀୟ ପୋଷାକ ପରିଧାନ କରିବା ଏକ ଆନନ୍ଦର ବିଷୟ। ଜଣେ ଭାରତୀୟ ହୋଇଥିବାରୁ ଇଣ୍ଡିଆନଓ୍ବେର ପରିଧାନ ପ୍ରତି ଭଲ ପାଇବା ରହି ଆସିଛି। ଏହାକୁ ନେଇ ଗର୍ବ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ଗ୍ରାହକଙ୍କୁ ସର୍ବୋଚ୍ଚ ଗୁଣବତ୍ତା ବିଶିଷ୍ଟ ପୋଷାକପତ୍ର ପ୍ରଦାନ ଦିଗରେ କାର୍ଯ୍ୟ କରିଥାଉ ବୋଲି ବେଦାନ୍ତ ଫ୍ୟାଶନ୍ସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ରବି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩.୯୭ କୋଟି ଆଇଟିଆର୍‌ ଫାଇଲ

ନୂଆଦିଲ୍ଲୀ: ଆସେସ୍‌ମେଣ୍ଟ ବର୍ଷ ୨୦୨୦-୨୧ ଲାଗି ପ୍ରାୟ ୩.୯୭ କୋଟି ଟିକସଦାତା ସେମାନଙ୍କ ଆୟକର ରିଟର୍ନ ଫାଇଲ କରିଛନ୍ତି। ଡିସେମ୍ବର ୨୪ ସୁଦ୍ଧା ଏହି ରିଟର୍ନ...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି...

ଡିଜିଟାଲ ପେମେଣ୍ଟ ବୃଦ୍ଧି ଲାଗି ପଦକ୍ଷେପ

ନୂଆଦିଲ୍ଲୀ,୬-୭: କ୍ୟାଶଲେସ ନେଣଦେଣକୁ ବଢାଇବା ଲାଗି ସରକାର ବଜେଟରେ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥି ଅନ୍ତର୍ଗତ ଯେଉଁ କମ୍ପାନୀଗୁଡିକର ବାର୍ଷିକ କାରବାର ୫୦ କୋଟି...

ସୁପ୍ରିମକୋର୍ଟରେ ସେବିର ଅପିଲ; ୬୨ ହଜାର କୋଟି ଜମା ଲାଗି ସାହାରାକୁ ନିର୍ଦ୍ଦେଶ ଦିଆଯାଉ

ମୁମ୍ବାଇ: ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ଏବଂ ସାହାରା ମାମଲାରେ ଆଉ ଏକ ନୂଆ ମୋଡ ଦେଖିବାକୁ ମିଳିଛି। ନିକଟରେ ସେବି ସାହାରା ବିରୋଧରେ...

ଚାନ୍ଦବାଲି ସହରରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୧।୮: ରିଲାଏନ୍ସ ରିଟେଲର ପୋଷାକ ଏବଂ ଆସେସୋରିଜ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକକ୍ଲୁସିଭ ଷ୍ଟୋର ଭଦ୍ରକ ଜିଲା ଅନ୍ତର୍ଗତ ଚାନ୍ଦବାଲି ସହରରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି...

ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨:  ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି।...

ଗୁଣାତ୍ମକ ସାମଗ୍ରୀ, ଲୋକ ସମ୍ପର୍କକୁ ଗୁରୁତ୍ୱ

ବର୍ତ୍ତମାନ ସମୟରେ ସୁନ୍ଦର ଘରଟିଏ କରିବା ପାଇଁ ସମସ୍ତଙ୍କ ମନରେ ଅନେକ ଆଶା ଓ ସ୍ବପ୍ନ ରହିଥାଏ। ହେଲେ ବାସସ୍ଥଳୀକୁ ସୁନ୍ଦର ଓ ମନଲାଖି କରିବା...

ଡ୍ୟୁକ୍‌ର ସ୍ପ୍ରିଙ୍ଗ୍‌-ସମର କଲେକ୍ସନ

ନୂଆଦିଲ୍ଲୀ,୨୦।୪: ଦେଶର ପ୍ରମୁଖ ଲାଇଫ୍‌ ଷ୍ଟାଇଲ ବ୍ରାଣ୍ଡ୍‌ ଡ୍ୟୁକ୍‌ର ସ୍ପ୍ରିଙ୍ଗ୍‌-ସମର କଲେକ୍ସନ-୨୦୨୩ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ସର୍ବଶ୍ରେଷ୍ଠ କଲେକ୍ସନ ଓ ଗ୍ରାହକଙ୍କ...

Advertisement
Archives

Model This Week