Posted inଜାତୀୟ

ରତନ ଟାଟାଙ୍କ ପ୍ରେମ କାହାଣୀ: ଚାଇନା ଯୋଗୁ ପ୍ରେମିକାଙ୍କୁ କରିପାରିଲେନି ବିବାହ

ମୁମ୍ବାଇ,୧୩।୨: ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ରତନ ଟାଟା ଚାଇନା ଯୋଗୁ ପ୍ରେମିକାଙ୍କୁ ବିବାହ କରି ପାରି ନ ଥିଲେ। ଏ ସମ୍ପର୍କରେ ସେ ନିଜ ଫେସ୍‌ବୁକ୍‌ ପେଜ୍‌ ହ୍ୟୁମାନ୍ସ୍‌ ଅଫ୍‌ ଦି ବମ୍ବେରେ ଶେୟାର କରିଛନ୍ତି। ରତନଟାଟା ଏହାକୁ ବୁଧବାର ରାତିରେ ଶେୟାର କରିଛନ୍ତି। ତେବେ ଏହା ଇତିମଧ୍ୟରେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୧୯୬୨ରେ ଲସ୍‌ ଏଞ୍ଜଲେସ୍‌ରେ ଜଣେ ଯୁବତୀଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ହୋଇଥିଲା। ବିବାହ ହେବା ପ୍ରାୟ ଠିକ୍‌ ହୋଇଯାଇଥିଲା। ତେବେ ବୁଢ଼ୀ ମା’ଙ୍କ ସ୍ବାସ୍ଥ୍ୟ କାରଣରୁ ରତନଙ୍କୁ ଭାରତ ଫେରିବାକୁ ପଡ଼ିଥିଲା। ତେବେ ସେତେବେଳେ ଭାରତ-ଚାଇନା ଯୁଦ୍ଧ ଲାଗିଥିଲା। ତେଣୁ ଯୁବତୀଙ୍କ ମାତା-ପିତା ରତନଙ୍କ ସହିତ ତାଙ୍କୁ ଛାଡ଼ିବାକୁ ଅରାଜି ହୋଇଥିଲେ। ଏହାପରେ ରତନ ଅବିବାହିତ ରହିବାକୁ ନିଷ୍ପତ୍ତି ନେଇଥିଲେ। ରତନଙ୍କୁ ୧୦ ବର୍ଷ ହୋଇଥିବାବେଳେ ତାଙ୍କର ମାତା-ପିତାଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଥିଲା। ରତନଙ୍କୁ ବୁଢ଼ୀ ମା ନଓ୍ବଜ ବାଈ ଟାଟା ହିଁ ଲାଳନପାଳନ କରିଥିଲେ। ମାତା-ପିତାଙ୍କ ବିନା ସାନ ଭାଇ ଏବଂ ରତନଙ୍କ ବାଲ୍ୟ ଜୀବନରେ ବହୁ ଝଡ଼ଝଞ୍ଜା ଆସିଥିଲେ ବି ଏହା ବେଶ୍‌ ସ୍ମୃତି ବହୁଳ ଥିଲା ବୋଲି ସେ କହିଛନ୍ତି। ତେବେ ପିତାଙ୍କ ସହିତ କେତେକ ବିଷୟରେ ରତନଙ୍କ ମତଭେଦ ରହିଥିବା ସେ ଫେସ୍‌ବୁକ୍‌ ପେଜ୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛି: କୁମାରସ୍ବାମୀ

ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି।...

ଚାଲି ଚାଲି ନାମାଙ୍କନ ପତ୍ର ଦାଖଲ କରିବାକୁ ଗଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ପୂର୍ବ ଦିଲ୍ଲୀର ପଟପରଗଞ୍ଜ ବିଧାନସଭା ଆସନରୁ...

ନାବାଳିକାଙ୍କ ବଳାତ୍କାର ପାଇଁ ବାପାଙ୍କୁ ମୃତ୍ୟୁଦଣ୍ଡ

ବାହରିଚ୍‌, ୨୩।୧୧: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାରେ ନାବାଳିକା ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଦୋଷୀସାବ୍ୟସ୍ତ ଜଣେ ୪୦ ବର୍ଷୀୟ ବାପାଙ୍କୁ ମଙ୍ଗଳବାର ମୃତ୍ୟୁଦଣ୍ଡାଦେଶ ମିଳିଛି। ଏଥିସହିତ ଅତିରିକ୍ତ...

କିଏ ହେବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ, ରେସ୍‌ରେ ୪ ଜଣ

ଡେରାଡୁନ,୧୦ ।୩: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିଛି । ହେଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଖଟିମା ବିଧାନସଭା ଆସନରୁ...

ଭାରତ ଯୋଡୋ ଯାତ୍ରା ପୋଷ୍ଟରରେ ସ୍ବାଧୀନତା ସଂଗ୍ରାମୀଙ୍କ ଫଟୋ: ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୧।୯: କଂଗ୍ରେସର ଭାରତ ଯୋଡୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି।...

ଆର୍‌ଟିଆଇ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୨୬।୭(ପି.ଟି.):ସୂଚନା ଅଧିକାର ଆଇନ (ସଂଶୋଧନ) ବିଲ୍‌ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ୨୨ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ରାଜ୍ୟ ସଭାରେ...

ମମତାଙ୍କୁ ଧମକ ଦେଲେ ଟିଏମସି ବିଧାୟକ ଅବଦୁଲ କରିମ

କୋଲକାତା,୧୭।୭: ତ୍ରୁଣ ମୂଳ କଂଗ୍ରେସ(ଟିଏମସି)ର ଜଣେ ବିଧାୟକ ରବିବାର ନିଜ ଦଳକୁ ଧମକ ଦେଇଛନ୍ତି। ସେ କହିଛନ୍ତି ବିରୋଧୀମାନଙ୍କ ଦ୍ୱାରା ତାଙ୍କ ପରିଚିତ ଲୋକଙ୍କ ଉପରେ...

ନେତୃତ୍ୱ ଛାଡନ୍ତୁ ଗାନ୍ଧୀ ପରିବାର: କପିଲ ଶିବଲ

ନୂଆଦିଲ୍ଲୀ,୧୫ ।୩: ନିକଟରେ ଅନୁଷ୍ଠିତ ହୋଇଯାଇଛି ୫ ରାଜ୍ୟର ବିଧାନସଭା ନିର୍ବାଚନ । ଏଥିରେ ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ଶୋଚନୀୟ ଭାବେ...

Advertisement
Archives

Model This Week