ରଥଖଳାରେ କାମ ପାଇଁ ଶ୍ରଦ୍ଧାଭାବ ଆବଶ୍ୟକ

ନନ୍ଦିଘୋଷ ରଥର ଅନ୍ୟତମ ବରିଷ୍ଠ ରୂପକାର ଲିଙ୍ଗରାଜ ମହାପାତ୍ର। ୫ବର୍ଷ ବୟସରେ ସେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ବାପା ଆର୍ତ୍ତତ୍ରାଣଙ୍କଠାରୁ ସେ ବାରିସୀ, ନିହଣ ଧରିବା ଶିଖିଥିଲେ। ଲିଙ୍ଗରାଜ କହିଛନ୍ତି, ସ୍କୁଲ ଛୁଟି ହେଲେ ବହିବସ୍ତାନି ସହ ରଥଖଳାକୁ ଚାଲି ଆସୁଥିଲି। ଏବେ ମୋ’ ସହ ୩ଭାଇଙ୍କ ସମେତ ପୁଅ ପ୍ରକାଶ ଏବଂ ପୁତୁରାମାନେ କାମ କରୁଛନ୍ତି। ରଥଖଳାକୁ ଆସିବା ପୂର୍ବରୁ ଦାଣ୍ଡଦୁଆରରେ ପତିତପାବନ ଓ ନୀଳଚକ୍ର ଉଦ୍ଦେଶ୍ୟରେ ମୁଣ୍ଡିଆ ମାରିଥାଏ। ମହାପ୍ରଭୁଙ୍କ ଦୟାରୁ ଆଜିପର୍ଯ୍ୟନ୍ତ କୌଣସି ଅଘଟଣ ଘଟିନାହିଁ। ଜୀବନରେ ବହୁ ବାଧାବିଘ୍ନ ଆସିଛି। ମାତ୍ର ବିଚଳିତ ନ ହୋଇ ମହାପ୍ରଭୁଙ୍କୁ ସ୍ମରଣ କରିଛି। ସବୁ ସମସ୍ୟା ଲାଘବ ହୋଇଯାଇଛି। ରଥଖଳାରେ କାମ କରିବା ଲାଗି ମନରେ ଶ୍ରଦ୍ଧା ଓ ନିଷ୍ଠାଭାବ ରହିବା ଆବଶ୍ୟକ। ମୁଁ ମହାପ୍ରଭୁଙ୍କ ସେବାରେ ଲାଗିଥିବାରୁ ନିଜକୁ ଧନ୍ୟ ମନେ କରେ। ଏଥିରୁ ଆନନ୍ଦ ମିଳେ। ରଥକାମ ସମୟରେ ଯେତେ କାମ ଥିଲେ ମଧ୍ୟ ମୁଁ ପୁରୀ ଛାଡ଼ିି ଅନ୍ୟତ୍ର କେଉଁଆଡେ ଯାଏ ନାହିଁ। ଯେଉଁଠିକୁ ଯାଇଥିଲେ ମଧ୍ୟ ଅକ୍ଷୟତୃତୀୟା ପୂର୍ବରୁ ଏଠାକୁ ଚାଲିଆସେ।


Enter your email to get our daily news in your inbox.

All Right Reserved By Dharitri.Com

‘ବର୍ଷାଙ୍କ ବିକଳ୍ପ ରହଣି ବ୍ୟବସ୍ଥା କରିବୁ’

କଟକ ଅଫିସ,୨୫ା୫: ଓଡ଼ିଆ ଫିଲ୍ମ ଷ୍ଟାର୍‌ ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ...

ଡାକ୍ତର ପରିଚୟ ଦେଇ ଚିକିତ୍ସା କରୁଥିଲେ କ୍ୱାକ୍‌, ଶେଷରେ ହେଲେ ବନ୍ଧା

ଦେବଗଡ଼,୨୬ା୧୦(ଡି.ଏନ୍‌.ଏ.): ଦେବଗଡ଼ ଆଦର୍ଶ ଥାନା ପୋଲିସ ବୁଧବାର କଦମ୍ବଦର୍ହ ଗ୍ରାମରୁ ଜଣେ କ୍ୱାକ୍‌(ନକଲି ଡାକ୍ତର)ଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଔଷଧ...

ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର,୨।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ୨ୟ ଦିନ। ଆରମ୍ଭ ହେଉ ହେଉ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ମୁଲତବୀ...

ସ୍ତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଉନାହିଁ

ଯାଜପୁର ଅଫିସ,୩୧ା୩: ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ଶୁକ୍ରବାର ରାତିରେ ଆକ୍ରମଣ କରାଯାଇଥିଲା। ଇତିମଧ୍ୟରେ ୩ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ମଧ୍ୟ ଧର୍ମଶାଳା...

ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି...

ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ...

୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ

ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି।...

ଦୁଇଦିନରେ ଅଣ୍ଡା ଦେଲେ ୧୧୦ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ,୧୯ା୩(ଡି.ଏନ.ଏ.) ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଣରେ ଗତ ଫେବୃୟାରୀ ପ୍ରଥମ ସପ୍ତାହରୁ ବିରଳ ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୫...

Advertisement
Archives

Model This Week