ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ

ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ ଲାଗି ଗୁରୁବାର ସର୍ତ୍ତମୂଳକ ଅନୁମତି ଦେବା ପରେ ରାତିରେ ଜିଲାପାଳ ବଲଓ୍ବନ୍ତ ସିଂ ତିନିରଥର ମୁଖ୍ୟ ମହାରଣା ଏବଂ ପରିଚାଳନା କମିଟି ସଦସ୍ୟଙ୍କୁ ଡାକି ଆଲୋଚନା କରିଥିଲେ। ବୈଠକରେ ହୋଇଥିବା ନିଷ୍ପତ୍ତି ମୁତାବକ ଶୁକ୍ରବାର ସକାଳୁ ରଥଖଳାରେ କାମ ଆରମ୍ଭ ହୋଇଛି। ସରକାରଙ୍କ ଲକ୍‌ଡାଉନ୍‌ କଟକଣାକୁ ପାଳନ କରି ମହାରଣା ସେବକମାନେ କାମ ଆରମ୍ଭ କରିଛନ୍ତି। ଭୋଇ ସେବକମାନେ ମଧ୍ୟ ମହାରଣା ସେବକଙ୍କୁ ସହଯୋଗ କରୁଛନ୍ତି। ରୂପକାର ସେବକମାନେ ମଧ୍ୟ ରଥଖଳାରେ ପହଞ୍ଚିଛନ୍ତି। ବିଶେଷକରି ସାମାଜିକ ଦୂରତା କିପରି ରକ୍ଷା କରିହେବ ତା ଉପରେ ଗୁରୁତ୍ୱ ଦେଇଛନ୍ତି ନିିର୍ମାଣକାରୀ।
ରଥଖଳାକୁ କପଡ଼ାରେ ଆବଦ୍ଧ କରାଯାଇ କାମ କରାଯାଉଛି। ପ୍ରଥମେ ତୁମ୍ବ କାମ ଆରମ୍ଭ ହୋଇଥିବା ମହାରଣା ସେବକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri