ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ

ତିହିଡି,୩।୭(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ, ଶାନ୍ତିଶୃଙ୍ଖଳା ରକ୍ଷା ଆଦି କାର୍ଯ୍ୟ କରିବେ। ସଙ୍ଗଠନର ସଭାପତି ଧୀରେନ୍ଦ୍ର ସାହୁ, ଜ୍ୟୋତିର୍ମୟ ପାଣ୍ତବ, ରାଜେଶ ବାରିକ, ଆଶାଦୀପ ବାରିକ, ତୁଷାର ସ୍ବାଇଁ, ମହେଶ୍ୱର ନାୟକ, ରାଜେଶ ବେହେରା ପ୍ରମୁଖଙ୍କ ନେତୃତ୍ୱରେ ଏହି ସେବାକାର୍ଯ୍ୟ କରାଯିବ। ୨୦୧୭ରୁ ରଥଯାତ୍ରାରେ ସେବାକାର୍ଯ୍ୟ କରିଆସୁଥିବା ଏହି ସଙ୍ଗଠନକୁ ଚଳିତ ବର୍ଷ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ ସହ ସହଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୁର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri