Posted inଜାତୀୟ

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୬: ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଯଥା ରୀତିନୀତି ଅନୁଯାୟୀ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ ଯୋଗେ କହିଛନ୍ତି, ଭଗବାନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଆପଣ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା। ଶ୍ରଦ୍ଧା ଏବଂ ଭକ୍ତିରେ ପରିପୂର୍ଣ୍ଣ ଏହି ଯାତ୍ରା ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଏବଂ ଆରୋଗ୍ୟ ନେଇ ଆସୁ ମୋର ଏତିକି କାମନା। ଜୟ ଜଗନ୍ନାଥ। ସେହିପରି ଉପରାଷ୍ଟ୍ରପତି ମଧ୍ୟ ରଥଯାତ୍ରାର ଶୁଭେଚ୍ଛ ଜଣାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ଥାଉ ବୋଲି ସେ ଟୁଇଟ୍‌ ଯୋଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲ୍‌ନାଡୁର କୋୟମ୍‌ବେଡୁ ବଜାର ପାଲଟିଛି କରୋନା ହଟ୍‌ସ୍ପଟ୍‌

ଚେନ୍ନାଇ,୫।୫: ତାମିଲନାଡୁର କୋୟମ୍‌ବେଡୁ ବଜାର ଏବେ କରୋନ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି। ୬୫ ଏକର ଜମିରେ ଥିବା ଏହି ବୃହତ୍‌ ବଜାରକୁ ରାଜ୍ୟ ତଥା ରାଜ୍ୟ...

ନୀତୀଶଙ୍କୁ ଝଟ୍‌କା, କୃଷିମନ୍ତ୍ରୀ ସୁଧାକର ସିଂ ଦେଲେ ଇସ୍ତଫା…

ପାଟନା,୨।୧୦ : ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବଡ଼ ଝଟ୍‌କା ଲାଗିଛି। ନୀତୀଶ ସରକାରଙ୍କ କୃଷି ମନ୍ତ୍ରୀ ସୁଧାକର ସିଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।...

ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ସଂସଦରେ ନିଜର ପୋଷାକ ଚିରିଲେ ପିଡିପି ନେତା

ନୂଆଦିଲ୍ଲୀ,୫।୮: ରାଜ୍ୟସଭାରେ ସୋମବାର ହଟ୍ଟଗୋଳ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସଂସଦରେ ବହୁ...

ରେଲଓ୍ବେକୁ ଅମ୍ଫନ୍‌ ବିପଦ: ଲୁହା ଚେନ୍‌ରେ ବନ୍ଧା ଗଲା କୋଚ୍‌

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପଶ୍ଚିମବଙ୍ଗ ରେଲଓ୍ବେ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି। ବାତ୍ୟା ସମୟରେ ତୀବ୍ର ବେଗରେ ପବନ ବହିବାର ଆଶଙ୍କା...

ଶାନ୍ତିଶ୍ରୀ ଜେଏନ୍‌ୟୁର ପ୍ରଥମ ମହିଳା କୁଳପତି…

ନୂଆଦିଲ୍ଲୀ, ୭।୨ : ଦେଶର ପ୍ରତିଷ୍ଠିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ର ନୂତନ କୁଳପତି ଭାବେ ପ୍ରଫେସର ଶାନ୍ତିଶ୍ରୀ ଧୁୁଲିପୁଡି ପଣ୍ଡିତଙ୍କୁ ନିଯୁକ୍ତି ଦିଆଯାଇଛି।...

ହିମାଚଳରେ ପର୍ଯ୍ୟଟକଙ୍କ ଭିଡ଼: ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ

ଶିମଲା,୧୦।୬: ଗ୍ରୀଷ୍ମ ପ୍ରବାହରେ ସାରା ଦେଶ ସିଝୁଥିବା ବେଳେ ଗରମରୁ ନିସ୍ତାର ପାଇବା ପାଇଁ ଲୋକେ ପାହାଡିଆ ଅଞ୍ଚଳ ମୁହଁା ହେଉଛନ୍ତି। ଏଭଳି ସ୍ଥିତିରେ ଶିମଲା,...

ରାହୁଲ ପୁଣିଥରେ ହୁଅନ୍ତୁ କଂଗ୍ରେସ ଅଧ୍ୟକ୍ଷ: ଗେହଲଟ

ନୂଆଦିଲ୍ଲୀ,୨୩।୬: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ କଂଗ୍ରେସର ଅଧ୍ୟକ୍ଷ କରାଯାଉ ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦାବି କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲୁସି)...

ସବୁ ଆସନରେ ହାରିଲା ଭାଜପା

କୋଲକତା,୨।୧୧: ପଶ୍ଚିମବଙ୍ଗର ୪ଟି ବିଧାନସଭା ଆସନରେ ହୋଇଥିବା ଉପ-ନିର୍ବାଚନରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ ଏକପାଖିଆ ବିଜୟ ହାସଲ କରିଛି। ସଦ୍ୟତମ ତଥ୍ୟ ଅନୁଯାୟୀ...

Advertisement
Archives

Model This Week