ରଥଯାତ୍ରା ଆୟୋଜନକୁ ନେଇ ଶଙ୍କରାଚାର୍ଯ୍ୟଙ୍କୁ ଚିଠି

ପୁରୀ ଅଫିସ,୨୪।୪: କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ ଆଶା, ଆଶଙ୍କା ଲାଗି ରହିଥିବା ବେଳେ ଶୁକ୍ରବାର ଶ୍ରୀମନ୍ଦିର ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଶଙ୍କରାଚାର୍ଯ୍ୟ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି। ରଥଯାତ୍ରା ଆୟୋଜନ କରିବା ଲାଗି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏହି କଟକଣା ଭିତରେ କିଭଳି ରଥଯାତ୍ରା କରାଯାଇପାରିବ ସେ ନେଇ ବିଭିନ୍ନ ପ୍ରସ୍ତାବ ଦେଇଛନ୍ତି। କମ୍‌ ସଂଖ୍ୟକ ସେବାୟତ, ପୋଲିସଙ୍କୁ ନେଇ ରଥଯାତ୍ରା କରାଯାଉ। କୌଣସି ଭକ୍ତ କିମ୍ବା ପର୍ଯ୍ୟଟକଙ୍କୁ ପୁରୀକୁ ପ୍ରବେଶ ନ କରାଇବା ତଥା ହୋଟେଲରେ ନ ରଖିବା ଲାଗି ବ୍ୟବସ୍ଥା କରିବା ଲାଗି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ନଦୀରେ ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର

ଶେରଗଡ଼/ହିଞ୍ଜିଳିକାଟୁ,-୨୭ା୮(ଡି.ଏନ୍‌.ଏ.)-ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଯାଇ ଋଷିକୂଲ୍ୟା ନଦୀରେ ଭାସିଯାଇ ନିଖୋଜ ଥିବା...

ନିଯୁକ୍ତି ଦାବିରେ ଲୋଡିଂ ବନ୍ଦ କଲେ ସ୍ଥାନୀୟବାସିନ୍ଦା: ପୋଲିସ ପକ୍ଷରୁ ଲାଠି ଚାର୍ଜ ଅଭିଯୋଗ

କେନ୍ଦୁଝର,୨୨।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ନୂଆଗାଁ ପଞ୍ଚାୟତ ଗୁହାଲଡିହି ସାଇଡିଂରେ ନିଯୁକ୍ତି ଦାବିରେ ଶୁକ୍ରବାର ସ୍ଥାନୀୟଲୋକେ କାରଖାନାକୁ ଟ୍ରକରେ ହେଉଥିବା ଲୋଡିଂକୁ ବନ୍ଦ କରିଛନ୍ତି। ସାମାଜିକ...

ମାଲକାନଗିରିରେ ବନ୍ୟା ପରିସ୍ଥିତି: ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଏସଆରସି

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ./ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ବନ୍ୟା କ୍ଷୟକ୍ଷତିର...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ...

ବିନା ଲାଇଫ ଜ୍ୟାକେଟରେ ଯାତ୍ରା

ବାଲୁଗାଁ,୯।୨(ଡି.ଏନ୍‌.ଏ.): ଚିଲିକାରେ ବାରମ୍ବାର ଡ଼ଙ୍ଗାବୁଡ଼ି ଘଟଣା ପରେ ଯାତ୍ରୀ ପରିବହନ ନିମନ୍ତେ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ତେବେ କେତେଜଣ ଡଙ୍ଗା...

ହାଇକୋର୍ଟରେ ପ୍ରବାସୀଙ୍କ ପଞ୍ଜୀକରଣ ମାମଲା: ଆଧାର କାର୍ଡ ଜରୁରୀ ନୁହେଁ

କଟକ ଅଫିସ୍‌,୧୫।୫: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିବା ପାଇଁ ପ୍ରବାସୀଙ୍କୁ ସରକାରଙ୍କ ୱେବ୍‌ସାଇଟ୍‌ରେ ପଞ୍ଜୀକରଣ କରିବାକୁ ପଡ଼ୁଛି। ତେବେ ଏହି ପଞ୍ଜୀକରଣ ପାଇଁ ଆଧାର କାର୍ଡ...

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।...

Advertisement
Archives

Model This Week