ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୭: ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା। ଦାରୁବ୍ରହ୍ମଙ୍କ ଏହି ଅପୂର୍ବ ଲୀଳା ଦେଖିବା ଲାଗି ବଡ଼ଦାଣ୍ଡ ହୋଇଛି ଭକ୍ତମୟ। ଏହାସହ ପାଗ ଅନୁକୂଳ ରହିଥିବାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଶେଷ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରାଙ୍କ ଧାଡ଼ି ପହଣ୍ଡି ଶେଷ ହେବା ପରେ ରଥାରୂଢ଼ ହୋଇଛନ୍ତି ପ୍ରଭୁ ଜଗନ୍ନାଥ। ଏହାପରେ ମଧ୍ୟାହ୍ନ ୧୨ଟା ୩୦ରେ ରଥକୁ ମଦନମୋହନ ବିଜେ କରିବେ। ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ୪ଟା ସୁଦ୍ଧା ରଥଟଣା ଆରମ୍ଭ ଲାଗି ନୀତି ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri