ରଥ ଟଣା ବନ୍ଦ: ରୀତିନୀତି ରେ ପୂଜା ପାଇଲେ ୩ ଠାକୁର

ପୁରୁଷୋତ୍ତମପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରଥଯାତ୍ରା ବନ୍ଦ ହୋଇଯାଇଥିବା ବେଳେ କେବଳ ପରମ୍ପରା ଅନୁସାରେ ରୀତିନୀତି ରେ ପୂଜାର୍ଚ୍ଚନା କରାଯାଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ତତ୍ତ୍ୱାବଧାନରେ ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ସମେତ ପୋଲିସ ଫୋର୍ସ ବିଭିନ୍ନ ସ୍ଥାନରେ ଥିବା ଜଗନ୍ନାଥ ମନ୍ଦିର ମାନଙ୍କରେ ମୁତୟନ ରହି ଭକ୍ତଙ୍କ ଗହଳିର ବାରଣ କରିବାରେ ଲାଗିଛନ୍ତି। କେବଳ ସେବାୟତମାନେ ଉପସ୍ଥିତ ରହି କରୋନା କଟକଣା ନିୟମ ପ୍ରକାରେ କଳାଠାକୁରଙ୍କୁ ପୂଜାର୍ଚ୍ଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗସ୍‌ମା ମାଓବାଦୀ -ପୋଲିସ ଗୁଳି ମାମଲାସବ୍ୟସାଚୀଙ୍କ ବିରୋଧରେ ପୋଲିସ ଦେଲା ସାକ୍ଷୀ

ଭଞ୍ଜନଗର,୨୩।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ପୋଡ଼ି ମାମଲା ଓ ଏହାପରେ ଗସମା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ମାମଲାର ଶୁକ୍ରବାର...

ବରଣ୍ଡୁଆ-ସୁଦର୍ଶନପୁର ରାସ୍ତାରେ ବନ୍ୟାଜଳ

ବାସୁଦେବପୁର, ୨୦ା୯(ଡି.ଏନ.ଏ.)- ଗମେଈ ନଦୀରେ ବନ୍ୟା ଆସିବା ଫଳରେ ନଦୀ ସଂଲଗ୍ନ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିବା ସହ ଧାନଫସଲ ଉପରେ ୪ ଫୁଟରୁ ଊର୍ଦ୍ଧ୍ୱ...

ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

କେସିଙ୍ଗା,୯ା୬(ଡି.ଏନ୍‌.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍‌ ହୋଇଥିଲା। କେସିଙ୍ଗା ରେଲଓ୍ବେ...

ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଚମ୍ପୁଆ,୧୫ା୧ (ଡି.ଏନ.ଏ) କେନ୍ଦୁଝର ଜିଲାରେ ପବିତ୍ର ମକର ସଂକ୍ରାନ୍ତି ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। କିନ୍ତୁ କରୋନା କଟକଣା ଯୋଗୁ ଚଳିତ ବର୍ଷ ମଧ୍ୟ ଏହି ପର୍ବ...

କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା

ଗଞ୍ଜାମ,୩ା୭(ଡି.ଏନ୍‌.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ...

ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଗଲା

ଦେବଗଡ,୧୩।୫(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ନିମନ୍ତେ ଦେବଗଡ଼ ସ୍ବତନ୍ତ୍ର ଉପକାରାଗାରର ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି। ଅନ୍ତେବାସୀଙ୍କୁ ସାନିଟାଇଜର, ସାବୁନ...

ଶୌଚ ହେବାକୁ ଯାଇଥିବା ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଫେରାର, ପୋଲିସର ତଦନ୍ତ ଜାରି

ରସୁଲପୁର,୧୨।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ବେତଣ୍ଡା ଗ୍ରାମରେ ଗୁରୁବାର ସକାଳେ ଶୌଚ ହେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ସେହି ଗ୍ରାମର...

ବରଗଡ଼ରୁ ଆଜି ୬୨ ପଜିଟିଭ୍‌ ଚିହ୍ନଟ, ୮୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୨୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ କମିବାର ନାଁ ନେଉନି। ଗୁରୁବାର ଜିଲାରେ ପୁଣି ୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ...

Advertisement
Archives

Model This Week