ରଥ ନିର୍ମାଣକୁ କେନ୍ଦ୍ର ସରକାରଙ୍କ ଅନୁମତି: ରଥ ଖଳାରେ ଧାର୍ମିକ ସମାବେଶକୁ ବାରଣ

ଭୁବନେଶ୍ୱର, ୭।୫(ବ୍ୟୁରୋ): ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କରିବା ସକାଶେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରଥ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସରକାରଙ୍କୁ କେତେକ ସର୍ତ୍ତମୂଳକ ଭତ୍ତିରେ ଅନୁମତି ଦେଇଛନ୍ତି। ଏ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଚିଠି ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ଜଣାଇ ଦିଆଯାଇଛି। ରଥ ନିର୍ମାଣ କରିବା ବେଳେ ରଥଖଳାରେ କୌଣସି ପ୍ରକାର ଧାର୍ମିକ ସମାଗମ ହୋଇପାରିବ ନାହିଁ। ସେଠାକୁ ଜନସାଧାରଣଙ୍କୁ ଯିବାଲାଗି ବାରଣ କରାଯାଇଛି। ରଥଖଳାକୁ ଗ୍ରାଣ୍ଡ୍‌ ରୋଡଠାରୁ ଲୁଗାରେ ବାଡ଼ ଦେଇ ଅଲଗା ରଖିବା ଲାଗି ପରାମର୍ଶ ଦିଆଯାଇଛି। ୨୦୨୦ ମେ’ ପହିଲାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଲକ୍‌ଡାଉନ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବା ଲାଗି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri